Latest Odisha News

BREAKING NEWS

ସୁପ୍ରିମକୋର୍ଟ ବାର ଆସୋସିଏଶନର ଅଧ୍ୟକ୍ଷ ହେଲେ କପିଲ ସିବଲ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ବାର ଆସୋସିଏସନର ସଭାପତି ଭାବରେ ନିର୍ବାଚିତ ହୋଇଛନ୍ତି ବରିଷ୍ଠ ଓକିଲ କପିଲ ସିବଲ । ଗତକାଲି ଅନୁଷ୍ଠିତ ନିର୍ବାଚନରେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଥିଲେ ବରିଷ୍ଠ ଓକିଲ ପ୍ରଦୀପ ରାୟଙ୍କୁ ପରାସ୍ତ କରି ୩୭୭ ଭୋଟରେ ଜିତିଛନ୍ତି କପିଲ ସିବଲ । ସିବଲଙ୍କୁ ମୋଟ…

ନିର୍ବାଚନ ବେଳେ ଚିଟଫଣ୍ଡ ପ୍ରସଙ୍ଗ, ଆଭିମୁଖ୍ୟରେ ଆନ୍ତରିକତା ରହିଛି ନା ଭୋଟ୍ ବ୍ୟାଙ୍କ ରାଜନୀତି?

ଭୁବନେଶ୍ୱର: ଓଡ଼ିଶାରେ ଚାଲିଥିବା ୨୦୨୪ ନିର୍ବାଚନରେ କୋଟି କୋଟି ଟଙ୍କାର ଚିଟ୍ ଫଣ୍ଡ ଦୁର୍ନୀତି କେନ୍ଦ୍ରବିନ୍ଦୁ ପ୍ରସଙ୍ଗ ଉଠାଇଛି ବିରୋଧୀ ବିଜେପି। କ୍ଷମତାକୁ ଆସିଲେ ୧୮ ମାସ ମଧ୍ୟରେ ନିବେଶକଙ୍କୁ କ୍ଷତିପୂରଣ ପ୍ରଦାନ କରିବ ବୋଲି ପ୍ରତିଶ୍ରୁତି ଦେଇଛି। ଏହି ଦୁର୍ନୀତିରେ ସମ୍ପୃକ୍ତ ଥିବା…

୯୯.୭୦ ପ୍ରତିଶତ ନମ୍ବର ରଖି ଟପ୍ପର ହୋଇଥିଲେ ଛାତ୍ରୀ, ଏବେ ବ୍ରେନ ହେମରେଜ୍ରୁ ମୃତ୍ୟୁ

ଅହମଦାବାଦ: ବୋର୍ଡ ପରୀକ୍ଷାରେ ଟପର୍ ହୋଇଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କର ବୁଧବାର ବ୍ରେନ୍ ହେମରେଜ୍ ଯୋଗୁଁ ମୃତ୍ୟୁ ଘଟିଛି। ଗୁଜରାଟ ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ବୋର୍ଡ (ଜିଏସ୍ଇବି)ର ଫଳାଫଳ ମେ' ୧୧ ତାରିଖରେ ପ୍ରକାଶ ପାଇଥିଲା। ଏହି ପରୀକ୍ଷାରେ ହୀର ଘେଟିଆ ୯୯.୭୦…

ରାହୁଲ ଗାନ୍ଧୀଙ୍କୁ ମୋଦୀଙ୍କ ଜବାବ: ଅସାଧୁ ଉପାୟରେ ଫାଇଦା ଦେଇଥିଲେ ଫାଶୀ ଖୁଣ୍ଟରେ ଝୁଲିବାକୁ ପ୍ରସ୍ତୁତ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ସେ ଦେଶର ବିକାଶ ଯେଉଁମାନେ କରୁଛନ୍ତି ସେ ତାଙ୍କ ସହିତ ଦୃଢ଼ ଭାବରେ ଠିଆ ହୋଇଛନ୍ତି । ଯଦି ସେ କାହାକୁ ଅସାଧୁ ଢଙ୍ଗରେ ଫାଇଦା ଦେଇଛନ୍ତି ତେବେ ସେ ଦଣ୍ଡ ଭୋଗିବାକୁ ପ୍ରସ୍ତୁତ। କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଥିଲେ, ମୋଦୀ…

ପୁରୀରେ ରୋଡ୍ ସୋ ପୂର୍ବରୁ ଶ୍ରୀମନ୍ଦିର ଯାଇ ପୂଜାର୍ଚ୍ଚନା କରିବେ ପ୍ରଧାନମନ୍ତ୍ରୀ: ସମ୍ବିତ ପାତ୍ର

ନୂଆଦିଲ୍ଲୀ: ଆସନ୍ତା ୨୦ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଣି ଥରେ ଓଡିଶା ଗସ୍ତରେ ଆସି ପୁରୀରେ ରୋଡ୍ ସୋ କରିବେ ବୋଲି କହିଛନ୍ତି ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ର। ପୁରୀ ବାସୀଙ୍କ ପ୍ରତି ପ୍ରଧାନମନ୍ତ୍ରୀଙ୍କର ବିଶେଷ ଭଲପାଇବା ଥିବାରୁ ସେ ରୋଡ୍ ସୋ କରିବାର କାର୍ଯ୍ୟକ୍ରମ…

ଗଞ୍ଜାମରେ ନିର୍ବାଚନ ହିଂସାକୁ ଦେଖି ୨୦ରେ ମତଦାନ ବେଳେ ସିଏପିଏଫର ୨୦ କମ୍ପାନୀ ମୁତୟନ କରାଯିବ

ଭୁବନେଶ୍ୱର: ଖଲ୍ଲିକୋଟରେ ନିର୍ବାଚନ ଜନିତ ହିଂସାକାଣ୍ଡକୁ ଦେଖି ଗଞ୍ଜାମ ଜିଲ୍ଲାରେ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବଳ (ସିଏପିଏଫ)ର ୨୦ କମ୍ପାନୀ ମୁତୟନ କରାଯିବ। ମେ ୨୦ ତାରିଖରେ ହେବାକୁ ଥିବା ନିର୍ବାଚନ ପାଇଁ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ ଯାଇ ଏପରି ପଦକ୍ଷେପ ଗ୍ରହଣ କରାଯାଇଛି।…

ଆଇଟିଏଫ ଜୁନିୟର ଗ୍ରାଣ୍ଡସ୍ଲାମ ଡେଭେଲପମେଂଟ ପ୍ରୋଗ୍ରାମ ପାଇଁ ଚୟନ ହେଲେ ଓଡିଶାର ଆହାନ

ଭୁବନେଶ୍ୱର: ଓଡିଶାର ଉଦୀୟମାନ ବାଳିକା ଟେନିସ ଖେଳାଳି ଆହାନଙ୍କ ପାଇଁ ଏକ ସୁବର୍ଣ୍ଣ ସୁଯୋଗ ଉପନୀତ ହୋଇଛି । ଆନ୍ତର୍ଜାତୀୟ ଟେନିସ ଫେଡେରେଶନ ଜୁନିୟର ଗ୍ରାଣ୍ଡ ସ୍ଲାମ ପ୍ଲେୟାର ଡେଭେଲପମେଂଟ ପ୍ରୋଗ୍ରାମ ୟୁରୋପ ପାଇଁ ମନୋନୀତ ହୋଇଛନ୍ତି । ଏସୀୟ ଦେଶଗୁଡିକ ମଧ୍ୟରୁ ୧୪ ବର୍ଷୀୟା ଆହାନଙ୍କ…

ଜୀବନପ୍ରତି ବିପଦ ଥିବା ଦର୍ଶାଇ ସୁରକ୍ଷା ଲୋଡିବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ପ୍ରଦୀପ ପାଣିଗ୍ରାହୀ

ଭୁୁବନେଶ୍ୱର: ବ୍ରହ୍ମପୁରରୁ ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ପ୍ରଧାନମନ୍ତ୍ରୀଙ୍କୁ ନିଜ ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ସୁରକ୍ଷା ମାଗିଛନ୍ତି। ନିକଟରେ ସେ ଆକ୍ରମଣର ଶିକାର ହୋଇଥିଲେ। ଏହାପରେ ସୁରକ୍ଷା ପାଇଁ ପ୍ରଧାନମନ୍ତ୍ରୀଙ୍କ ନିକଟକୁ ଚିଠି ଲେଖିଛନ୍ତି। ପ୍ରଦୀପ…

ଚାରିଧାମ ଯାତ୍ରା ବେଳେ ଭିଡିଓ କିମ୍ବା ରିଲ୍ସ କରିପାରିବେନି ଭକ୍ତ

ଡେରାଡୁନ: ଚାରିଧାମ ଯାତ୍ରା ଲାଗି ଶ୍ରଦ୍ଧାଳୁଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖିବାକୁ ମିଳିଛି । ଉତ୍ତରାଖଣ୍ଡରେ ଏହି କାରଣରୁ ଭୀଷଣ ଭିଡ ପରିଲକ୍ଷିତ ହେଉଛି । ଏହି ଭିଡ ଏବେ ଶ୍ରଦ୍ଧାଳୁ ଓ ପ୍ରଶାସନ ଲାଗି ଚିନ୍ତାର କାରଣ ପାଲଟିଛି । ଗଙ୍ଗୋତ୍ରୀ-ଯମୁନୋତ୍ରୀ ହାଇୱେ ସହିତ ଯାତ୍ରାର ସମସ୍ତ…

ସପରିବାର ବେଙ୍ଗାଲୁରରେ ପଂହଚିଲେ ଧୋନୀ, ନେବେ କି ଅବସର !

ବେଙ୍ଗାଲୁର: ଭାରତୀୟ କ୍ରିକେଟ ଟିମର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ପତ୍ନୀ ସାକ୍ଷୀ ଓ ଝିଅ ଜୀଭା ସହ ବେଙ୍ଗାଲୁରରେ ପଂହଚିଛନ୍ତି । ଚଳିତ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗସ ଓ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର ମଧ୍ୟରେ ମେ ୧୮ରେ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ଖେଳାଯିବ । ଏହି ମ୍ୟାଚରେ…