ଶ୍ରୀମନ୍ଦିରକୁ ୪ ଦ୍ବାର ଦେଇ ପ୍ରବେଶ ଓ ୩ ଦ୍ୱାର ଦେଇ ପ୍ରସ୍ଥାନ କରିବେ ଶ୍ରଦ୍ଧାଳୁ
ପୁରୀ: ଶ୍ରୀମନ୍ଦିରକୁ ୪ ଦ୍ବାର ଦେଇ ପ୍ରବେଶ କରିବା ଉପରେ ହଟିଲା କଟକଣା । ଏବେ ଆଉ ଦୀର୍ଘ ସମୟ ପର୍ଯ୍ୟନ୍ତ ବାହାରେ ଅପେକ୍ଷା ନକରି ୪ ଦ୍ବାର ଦେଇ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିପାରିବେ ଶ୍ରଦ୍ଧାଳୁ । ଆଜି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ଶ୍ରୀମନ୍ଦିର…