ସିବିଏସଇ ଦଶମ ଓ ଦ୍ଵାଦଶ ପରୀକ୍ଷାରେ ଶତ ପ୍ରତିଶତ ସଫଳତା ହାସଲ କରିଛି ବିଜେଇଏମ୍-୨
ଭୁବନେଶ୍ୱର: ପ୍ରକାଶ ପାଇଛି ସିବିଏସଇ ଦଶମ ଓ ଦ୍ଵାଦଶ ପରୀକ୍ଷା ଫଳ । ଚଳିତ ବର୍ଷ ମୋଟ ପାସ୍ ହାର ୮୭.୯୮ ପ୍ରତିଶତ ରହିଛି । ଏହା ମଧ୍ୟରୁ ଝିଅଙ୍କ ପାସ୍ ହାର ୯୧.୫୨ ପ୍ରତିଶତ ଥିବା ବେଳେ, ପୁଅଙ୍କ ପାସ୍ ହାର ୮୫.୧୨ ରହିଛି । ତେବେ ସତ୍ୟଭାମାପୁ୍ର ସ୍ଥିତ ବିଜେଇଏମ୍ -୨ ଇଂଲିଶ ମାଧ୍ୟମ ସ୍କୁଲ…