ଏଥର ବାଲିଯାତ୍ରାରେ ସାମିଲ ହୋଇପାରନ୍ତି ୧୨ ଦେଶର ରାଷ୍ଟ୍ରଦୂତ
କଟକ: ଚଳିତ ଥର ବାଲି ଯାତ୍ରାରେ ଅତି କମରେ ୧୨ଟି ଦେଶର ରାଷ୍ଟ୍ରଦୂତ ଯୋଗଦେବାର ସମ୍ଭାବନା ରହିଛି।
କଟକ ସହରରେ ଆୟୋଜିତ ଏହି ଯାତ୍ରା ନଭେମ୍ବର ୧୫ରୁ ଆରମ୍ଭ ହୋଇ ୨୨ଦିନ ପର୍ଯ୍ୟନ୍ତ ଅର୍ଥାତ୍ ଆଠ ଦିନ ଧରି ଚାଲିବ।
ଏଥିରେ ଅଂଶଗ୍ରହଣ କରିବାକୁ ୧୨ଟି ଦେଶର ରାଷ୍ଟ୍ରଦୂତମାନେ ନିଜର ଇଚ୍ଛା…