ମାଙ୍କଡ ହାତରେ ଶାଳଗ୍ରାମ କହି ରାଜ୍ୟ ସରକାରଙ୍କୁ ତାଚ୍ଛଲ୍ୟ କଲେ ଧର୍ମେନ୍ଦ୍ର
ଭୁବନେଶ୍ବର: ମାଙ୍କଡ ହାତରେ ଶାଳଗ୍ରାମର ଉଦାହରଣ ଦେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ସମ୍ବଲପୁର ଲୋକସଭା ଆସନର ବିଜେପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ।
ଆଜି ନିଜର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବା ପାଇଁ ପ୍ରେସମିଟ କରିଛି ବିଜେପି । ଯେଉଁଥିରେ…