Latest Odisha News

BREAKING NEWS

ଇଭିଏମ ତ୍ରୁଟି, ଭୋଟିଂରେ ବିଳମ୍ବ

ମାଲକାନଗିରି : ଓଡ଼ିଶାରେ ଗଣତନ୍ତ୍ରର ମହାପର୍ବ ମତଦାନ ଆରମ୍ଭ । ମାଲକାନଗିରିରେ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଇଭିଏମ ତ୍ରୁଟି ପାଇଁ କିଛି ସ୍ଥାନରେ ପୋଲିଂ ଆରମ୍ଭ ବିଳମ୍ବ ହୋଇଛି। ମାଲକାନଗିରିର ବଙ୍ଗାଳି ପ୍ରାଥମିକ ବିଦ୍ଯାଳୟ ମତଦାନ କେନ୍ଦ୍ରର ବୁଥ ନଂ ୬୩ ରେ ଇଭିଏମ୍…

ଦେଶରେ ୪ର୍ଥ ପର୍ଯ୍ୟାୟ ଭୋଟ, ୯୬ଟି ସଂସଦୀୟ କ୍ଷେତ୍ର ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ: ଅଷ୍ଟାଦଶ ଲୋକସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ପାଇଁ ଆଜି ମତଦାନ ଆରମ୍ଭ ହୋଇଛି । ୯ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ମୋଟ ୯୬ଟି ସଂସଦୀୟ କ୍ଷେତ୍ର ପାଇଁ ମତଦାନ ଆରମ୍ଭ। ଗ୍ରୀଷ୍ମ ପ୍ରବାହ ଦୃଷ୍ଟିରୁ ଆଗୁଆ ମତଦାନ ପାଇଁ ଧାଡ଼ିରେ ଭୋଟର। ଏହି ପର୍ଯ୍ୟାୟରେ ମୋଟ ୧୭୧୭…

କାଳବୈଶାଖୀ ପ୍ରଭାବରେ ୨୫ ସହରରେ ବର୍ଷା, ୭ ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର: କାଳବୈଶାଖୀ ପ୍ରଭାବରେ ସାରା ରାଜ୍ୟର ଲାଗି ରହିଛି ବର୍ଷା। ଗତ ରାତିରୁ ଆଜି ସକାଳ ସାଢ଼େ ୮ଟା ସୁଦ୍ଧା ବାଙ୍କିରେ ସର୍ବାଧିକ ୧୦୮ମିମି ବର୍ଷା ରେକର୍ଡ କରାଯାଇଛି। ଆଜି ସକାଳ ଠାରୁ ସନ୍ଧ୍ୟା ସାଢ଼େ ୬ଟା ସୁଦ୍ଧା ଦାରିଙ୍ଗିବାଡ଼ିରେ ସର୍ବାଧିକ ୨୮ ମିମି, ରାୟଗଡ଼ାରେ ୫.୨ମିମି ଓ…

ଆଜି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ, ୨୮ ବିଧାନସଭା ଆସନରେ ମତଦାତା ଲେଖୁଛନ୍ତି ପ୍ରାର୍ଥୀଙ୍କ ଭାଗ୍ୟ

ଭୁବନେଶ୍ବର: ଆଜି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ । ଭୋଟ ଦେଉଛି ଓଡ଼ିଶା । ୪ ଲୋକସଭା ଆସନ ଯଥା କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଲୋକସଭା ଆସନ ଏବଂ ଏହା ଅଧୀନସ୍ଥ ୨୮ଟି ବିଧାନସଭା ଆସନରେ ମତଦାତା ଲେଖୁଛନ୍ତି ପ୍ରାର୍ଥୀଙ୍କ ଭାଗ୍ୟ। ମାଓ ପ୍ରବଣ ଇଲାକାରେ ସକାଳ ୭ଟାରୁ…

ଏପରି ମନ୍ଦିର ଯେଉଁଠି ୫୦ ଡିଗ୍ରୀ ଖରାରେ ମଧ୍ୟ ଲାଗେ ହିମାଳୟ ପରି ଥଣ୍ଡା

ବଲାଙ୍ଗୀର: ଭାରତରେ ବହୁ ରହସ୍ୟମୟ ମନ୍ଦିର ରହିଛି। ସେହି ସବୁ ମନ୍ଦିରରେ ଏମିତି କିଛି ରହସ୍ୟ ଲୁଚି ରହିଥାଏ ଯେ, ବୈଜ୍ଞାନିକମାନେ ମଧ୍ୟ ରହସ୍ୟ ପଛର ସତ୍ୟତା ଖୋଜି ବାହାର କରିପାରିନାହାଁନ୍ତି। ତନ୍ମଧ୍ୟରୁ ଓଡ଼ିଶାରେ ମଧ୍ୟ ରହିଛି ଅନେକ ରହସ୍ୟମୟ ମନ୍ଦିର l ସେଥିମଧ୍ୟରୁ ବଲାଙ୍ଗିର ଜିଲ୍ଲା…

ପିଲାଙ୍କୁ ମୋବାଇଲ ଦେଉଥିଲେ ହୋଇଯାଆନ୍ତୁ ସାବଧାନ…

ଭୁବନେଶ୍ଵର: ବର୍ତ୍ତମାନର ଯୁଗରେ ମୋବାଇଲ ପାଇଁ ପାଗଳ ଆବାଳ ବୃଦ୍ଧ ବନିତା । ସତେ ଯେପରି ମୋବାଇଲ ବର୍ତ୍ତମାନର ଯୁବପିଢି ହେଉ କି ଛୋଟ ଛୁଆ ସମସ୍ତଙ୍କ ପାଇଁ ଏକ ବିମାରୀ ସଦୃଶ୍ୟ ହୋଇଗଲାଣି । ସାଧାରଣତଃ ଦେଖିବାକୁ ମିଳେ ଯେ ଯଦି କୌଣସି ଛୋଟ ପିଲା କାନ୍ଦୁଛି ତେବେ ତାଙ୍କର ଅଭିଭାବକ ତାଙ୍କୁ…

ଭୋଟ ଦେଲେ ମିଳିବ ମାଗଣାରେ ଗୁପଚୁପ, ଜାଣନ୍ତୁ କେଉଁଠି

ଲକ୍ଷ୍ନୌ: ଉତ୍ତରପ୍ରଦେଶ ସହ ପୁରା ଦେଶରେ ତୃତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ଆସନ୍ତାକାଲି ହେବାକୁ ଯାଉଛି ଚତୁର୍ଥ ପର୍ଯ୍ୟାୟ ମତଦାନ । ଏହି ପର୍ଯ୍ୟାୟରେ ଉତ୍ତରପ୍ରଦେଶର ୧୩ଟି ଆସନ ପାଇଁ ମତଦାନ ହେବ । ଏହାରିଭିତରେ କାନପୁରରେ ମତଦାନର ପ୍ରତିଶତ ବଢାଇବା ପାଇଁ ଜଣେ ବ୍ୟବସାୟୀ ଦେଇଛନ୍ତି…

ଦିନରେ ଲଣ୍ଠନ ଦେଖାଉଛନ୍ତି ମୋଦୀ, ବଲାଙ୍ଗୀର ସଭାରେ ବିରୋଧିଙ୍କୁ ନବୀନଙ୍କ ଟାର୍ଗେଟ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିର ବଙ୍ଗୋମୁଣ୍ଡାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜୋରଦାର ପ୍ରଚାର । ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ବିରୋଧିଙ୍କୁ ଟାର୍ଗେଟ କରିଛନ୍ତି ନବୀନ । ବିରୋଧୀ ଦଳ ନେତାମାନେ ମିଛ କହୁଛନ୍ତି, ବିଜେପି ନେତା ମାନେ କୁମ୍ଭୀର କାନ୍ଦଣା…

ପ୍ଲେ ଅଫ ପ୍ରବେଶ ଆଶା ଉଜ୍ଜୀବୀତ କଲା ଚେନ୍ନାଇ

ଚେନ୍ନାଇ: ଚଳିତ ଆଇପିଏଲର ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଚେନ୍ନାଇ ସୁପର କିଙ୍ଗସ ୫ ୱିକେଟରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରି ପ୍ଲେ ଅଫ ପ୍ରବେଶ ଆଶା ଉଜ୍ଜୀବୀତ କରିଛି । ଟସ ଜିତି ଚେନ୍ନାଇ ପ୍ରଥମେ ଫିଲ୍ଡିଂ କରିବା ପାଇଁ ନିଷ୍ପତି ନେଇଥିଲା । ପ୍ରଥମେ ବ୍ୟାଟିଂ କରି ରାଜସ୍ଥାନ ୧୪୨…

ଭୋଟ ହାତେଇବାକୁ ବିଜେଡି କଳା ଟଙ୍କା ବାଣ୍ଟୁଛି ଅଭିଯୋଗ ଆଣି ଇସିଙ୍କ ଆଗରେ ଫେରାଦ ହେଲା ବିଜେପି

ଭୁବନେଶ୍ୱର: ବିଜେଡିକୁ ଘାରିଛି ପରାଜୟର ଭୟ । ଅଭ୍ୟାସଗତ ଭାବେ ନିର୍ବାଚନରେ ଦଳୀୟ କାର୍ଯ୍ୟ ପାଇଁ ସରକାରୀ କର୍ମଚାରୀଙ୍କୁ ବ୍ୟବହାର କରୁଛି ବିଜେଡି । ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଆସନ୍ତାକାଲି ଥିବାବେଳେ ଭୋଟ ବିକଳରେ ବିଜେଡି ଟଙ୍କା ବାଣ୍ଟିବା ଆରମ୍ଭ କରିଦେଇଛି । ଲୋକମାନେ ଜୋଡି…