ବଢ଼ିଲା ୟୁଜିସି-ଏନ୍ଇଟି ଆବେଦନ ଅବଧି, ଜୁନ ୧୮ରେ ପରୀକ୍ଷା
ଭୁବନେଶ୍ୱର: ନ୍ୟାସ୍ନାଲ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ) ଦ୍ୱାରା ପରିଚାଳିତ କେନ୍ଦ୍ରୀୟ ଅନୁଦାନ ଆୟୋଗର ନେଟ୍ ୨୦୨୪ ପରୀକ୍ଷା ପାଇଁ ଆବେଦନ ଅବଧି ବୃଦ୍ଧି କରାଯାଇଛି। ଏହି ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ ଅବଧିକୁ ଆଉ ୫ଦିନ ବୃଦ୍ଧି କରାଯାଇଛି। ଏ ନେଇ ଶୁକ୍ରବାର ଏନ୍ଟିଏ ପକ୍ଷରୁ…