ଆଜି ମହାପ୍ରଭୁଙ୍କ ପ୍ରସିଦ୍ଧ ଚନ୍ଦନ ଯାତ୍ରା, ଚାପ ଖେଳିବେ ମହାପ୍ରଭୁ, ସେପଟେ ଅନୁକୁଳ ହେବ ରଥକାଠ
ପୁରୀ: ଆଜି ପବିତ୍ର ଅକ୍ଷୟ ତୃତୀୟା । ଓଡିଶାର ପାରମ୍ପରିକ ପରିବେଶରେ ଏହି ଦିନଟିର ବହୁ ମହାତ୍ମ୍ୟ ରହିଛି । ସେପଟେ ଆଜିଠୁ ମହାପ୍ରଭୁଙ୍କ ୨୧ ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ। ଏଥିପାଇଁ ସଜେଇ ହୋଇଛି ନରେନ୍ଦ୍ର ପୁଷ୍କରିଣୀ। ଭକ୍ତଙ୍କ ଗହଣରେ ଜଳକ୍ରୀଡା କରିବେ ମହାପ୍ରଭୁଙ୍କ…