ସୂର୍ଯ୍ୟବଂଶୀଙ୍କୁ ଟିମ୍ ଇଣ୍ଡିଆ ଟିକେଟ୍, ଭାଙ୍ଗିବେ ସଚିନଙ୍କ ୩୭ ବର୍ଷର ରେକର୍ଡ !
ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ରେ ସୃଷ୍ଟି ହେବାକୁ ଯାଉଛି ଏକ ନୂଆ ଇତିହାସ। ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ୍ ବୋର୍ଡ, BCCI ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଛି। ଆଉ ଏହି ଦଳରେ ସ୍ଥାନ ପାଇଛନ୍ତି ମାତ୍ର ୧୫ ବର୍ଷର ବିସ୍ଫୋରକ ଓପନର ବୈଭବ ସୂର୍ଯ୍ୟବଂଶୀ।…