Latest Odisha News

BREAKING NEWS

ଡି-ଗ୍ୟାଙ୍ଗ ଷଡଯନ୍ତ୍ରର ପର୍ଦ୍ଦାଫାଶ କଲା ଏନଆଇଏ: ଟାର୍ଗେଟରେ ଥିଲେ ବଡ ନେତା, ସେଲିବ୍ରିଟି

ନୂଆଦିଲ୍ଲୀ: ନ୍ୟାଶନାଲ ଇନଭେଷ୍ଟିଗେସନ ଏଜେନ୍ସି (ଏନଆଇଏ) ଡି-ଗ୍ୟାଙ୍ଗର ଏକ ବଡ ଷଡଯନ୍ତ୍ରର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି । ଏହାର ମୁଖ୍ୟ ତଥା ପାକିସ୍ତାନରେ ଲୁଚିକରି ଥିବା ଅଣ୍ଡର ୱାର୍ଲଡ ଡନ ଦାଉଦ ଇବ୍ରାହିମ ଏ ନେଇ ଏକ ସ୍ପେଶାଲ ୟୁନିଟ ପ୍ରସ୍ତୁତ କରିଥିଲା । ଦିଲ୍ଲୀ ଓ ମୁମ୍ବାଇର ବଡ…

ଶ୍ରୀଲଙ୍କା ବିପକ୍ଷ କ୍ରିକେଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ରୋହିତ ହେବେ ୩ ଫର୍ମାଟର ଅଧିନାୟକ

ନୂଆଦିଲ୍ଲୀ: ଶ୍ରୀଲଙ୍କା ବିପକ୍ଷ କ୍ରିକେଟ ସିରିଜ ପାଇଁ ଶନିବାର ଭାରତୀୟ ଦଳର ଘୋଷଣା କରାଯାଇଛି । ରୋହିତ ଶର୍ମାଙ୍କୁ ୩ଟି ଯାକ ଫର୍ମାଟର ଅଧିନାୟକ ନିଯୁକ୍ତ କରାଯାଇଛି । ଏହି ଅବସରରେ ଟେଷ୍ଟ ଏବଂ ଟି୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଉଛି । ଟି୨୦ ସିରିଜ ପାଇଁ ବିରାଟ କୋହଲି ଓ ରିଷଭ…

ୟୁକ୍ରେନ ବିପକ୍ଷରେ ସିଧାସଳଖ ଯୁଦ୍ଧ ଆରମ୍ଭ ନ କରି ଷଡଯନ୍ତ୍ର ରଚିଲାଣି ରୁଷ !

ମସ୍କୋ: ଆମେରିକା ଏବଂ ନାଟୋ ଦେଶର ଚାପ ଯୋଗୁ ୟୁକ୍ରେନ ବିପକ୍ଷରେ ରୁଷ ସିଧାସଳଖ ଯୁଦ୍ଧ ଆରମ୍ଭ କରିପାରୁ ନାହିଁ । ତେବେ ୟୁକ୍ରେନକୁ ଅସୁବିଧାରେ ପକାଇବା ପାଇଁ ଭିତିରିଆ ଷଡଯନ୍ତ୍ର ଜାରୀ ରଖିଛି । ପ୍ରଥମେ ସାଇବର ଆଟାକ ଏବଂ ଏବେ ଆତଙ୍କବାଦୀ ସଂଗଠନକୁ ଧରି ଛାୟା ଯୁଦ୍ଧ ଆରମ୍ଭ କରିଛି ।…

ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ପୁରୀ: ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିଲେ ରାଷ୍ଟ୍ରପତି । ପ୍ରଥମେ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ  ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ…

ବରିଷ୍ଠ ସାମ୍ବାଦିକ ରବିଶ ତିୱାରୀଙ୍କ ପରଲୋକ

ଦିଲ୍ଲୀ : ପରଲୋକରେ ବରିଷ୍ଠ ସାମ୍ବାଦିକ ରବିଶ ତିୱାରୀ । ଶୁକ୍ରବାର ବିଳମ୍ବିତ ରାତିରେ ତାଙ୍କର ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୪୦ ବର୍ଷ ବୟସ ହୋଇଥିଲା । ରବିଶ ତିୱାରୀ ଜଣେ ବରିଷ୍ଠ ସାମ୍ବାଦିକ ତଥା ଇଣ୍ଡିଆନ ଏକ୍ସପ୍ରେସର ନ୍ୟାସନାଲ ବ୍ୟୁରୋ ଚିଫ୍ ଥିଲେ । ରବିଶ ତିୱାରୀଙ୍କ…

୧୩ଟି ବୁଥରେ ପୁନଃ ମତଦାନ ପ୍ରସ୍ତାବ : ରାଜ୍ୟ ନିର୍ବାଚନ କମିସନ

ଭୁବନେଶ୍ୱର: ରବିବାର ୨୯ ଜିଲ୍ଲାର ୬୩ ବ୍ଲକର ୧୭୧ ଜିଲ୍ଲା ପରିଷଦ ଆସନ ପାଇଁ ହେବ ନିର୍ବାଚନ । ଏଥିଲାଗି ୬୭୯ ଜଣ ପ୍ରାର୍ଥୀ ଅଛନ୍ତି। ଏନେଇ ରାଜ୍ୟ ନିର୍ବାଚନ କମିସନଙ୍କ ସଚିବ ରବୀନ୍ଦ୍ର ନାଥ ସାହୁ ସୂଚନା ଦେଇଛନ୍ତି । ସେ କହିଛନ୍ତି, ରାଜ୍ୟର ୧୮ ହଜାର ୪୯୫ ୱାର୍ଡରେ ନିର୍ବାଚନ ହେଉଛି ।…

ବାଲ୍ୟ ବିବାହକୁ ଅଟକାଇଲା ପ୍ରଶାସନ

ଭୁବନେଶ୍ୱର :ବାଲ୍ୟ ବିବାହକୁ ଅଟକାଇଲା ପ୍ରଶାସନ । ଖଣ୍ଡଗିରି ନିକଟ ଡୁମୁଡୁମାରେ ଏକ ବାଲ୍ୟ ବିବାହ ଚାଲିଥିବା ବେଳେ ପୋଲିସ ପ୍ରଶାସନ ଅଟକାଇଛି । ପୋଲିସ , ଚାଇଲ୍ଡ ଲାଇନ ଓ ସିଡିପିଓ ସନ୍ଧ୍ୟାରାଣୀ ଦେବୀ ସୂଚନା ପାଇ ମିଳିତ ଭାବେ ଚଢାଉ କରି ବାଲ୍ୟ ବିବାହକୁ ଅଟକାଇଥିଲେ । ଉଦ୍ଧାର…

ଆନ୍ଧ୍ରରେ ଓଡିଆ ଶ୍ରମିକଙ୍କ ବସ ଦୁର୍ଘଟଣାଗ୍ରସ୍ତ : ୩୮ ଓଡିଆ ଶ୍ରମିକ ଆହତ

ଆନ୍ଧ୍ରପ୍ରଦେଶ: ଆନ୍ଧ୍ରରେ ଓଡିଆ ଶ୍ରମିକଙ୍କ ବସ୍ ଦୁର୍ଘଟଣାଗ୍ରସ୍ତ । ଆନ୍ଧ୍ର ଶ୍ରୀକାକୁଲମ ପାଇଡିଭୀମାବରମ୍ ଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଟ୍ରକ ସହ ଶ୍ରମିକ ବୋଝେଇ ବସ୍ ମୁହାଁମୁହିଁ ହୋଇଛନ୍ତି । ଏଥିରେ ୩୮ ଓଡିଆ ଶ୍ରମିକ ଆହତ ହୋଇଛନ୍ତି । ଆହତଙ୍କୁ ପାଇଡିଭୀମାବରମ୍…

ନବରଙ୍ଗପୁର ପୋଲିସ ଗାଡି ଦୁର୍ଘଟଣା: ମୃତ ପୋଲିସ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ

ନବରଙ୍ଗପୁର: ନବରଙ୍ଗପୁରରେ ପୋଲିସ ଗାଡି ଓଲିଟିବା ଘଟଣା । ଏହି ଘଟଣାରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିର୍ବାଚନ ଡ୍ୟୁଟିରେ ଯାଉଥିବା ପୋଲିସ ବସ୍ ଦୁର୍ଘଟଣାରେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ବିଷୟରେ ଜାଣି ସେ ଦୁଃଖିତ ଥିବା ଟ୍ବିଟ୍ କରି ଜଣାଇଛନ୍ତି । ଦୁଃଖଦ…

ମୁର୍ମୂଷ ଅବସ୍ଥାରେ ସରପଞ୍ଚ ପ୍ରାର୍ଥୀ ଉଦ୍ଧାର ,ଡାକ୍ତରଖାନାରେ ଭର୍ତି

ନୂଆପଡା : ମୁର୍ମୂଷ ଅବସ୍ଥାରେ ସରପଞ୍ଚ ପ୍ରାର୍ଥୀ ଉଦ୍ଧାର । ନୂଆପଡା ଜିଲ୍ଲା ଖଡିଆଳ ବ୍ଲକରେ ହାତ ଗୋଡ ବନ୍ଧା ଅବସ୍ଥାରେ ସରପଞ୍ଚ ପ୍ରାର୍ଥୀ ଉଦ୍ଧାର ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ଖଡିଆଳ ଡାକ୍ତରଖାନାରେ ଭର୍ତି କରାଯାଇଛି । ଗୁରୁତର ସରପଞ୍ଚ ପ୍ରାର୍ଥୀ ହେଲେ ସୁନାରିସିକୁଆଁ ଗାଁର…