ବଢିଲା ଅଭିନେତା ତଥା ବିଜେପି ନେତା ଅନୁଭବ ମହାନ୍ତିଙ୍କ ଅଡୁଆ
କଟକ: ଅଭିନେତା ତଥା ବିଜେପି ନେତା ଅନୁଭବ ମହାନ୍ତିଙ୍କ ବଢିଲା ଅଡୁଆ। ଅନୁଭବ ମହାନ୍ତିଙ୍କ ବିରୋଧରେ ବର୍ଷାଙ୍କ ନିର୍ଯାତନା ଅଭିଯୋଗ ମାମଲାରେ କଟକ ଜେଏମଏଫସି କୋର୍ଟ ଅନୁଭବ ମହାନ୍ତିଙ୍କ ଆବେଦନ ଖାରଜ କରିଦେଇଛନ୍ତି।
ଅଭିଯୋଗ ମିଥ୍ୟା ଦର୍ଶାଇ ଡିସଚାର୍ଜ ପିଟିସନ ଦାୟର କରିଥିଲେ ଅନୁଭବ…