ରାମ ମନ୍ଦିର ନିର୍ମାଣରେ ଲାଗିବ ଆହୁରି ୩ ମାସ, ସୂଚନା ଦେଲେ ମନ୍ଦିର ନିର୍ମାଣ କମିଟିର ଅଧ୍ୟକ୍ଷ
ନୂଆଦିଲ୍ଲୀ: ଅଯୋଧ୍ୟାରେ ରାମ ମନ୍ଦିର ଜୁନ୍ ୨୦୨୫ ସୁଦ୍ଧା ସମ୍ପୂର୍ଣ୍ଣ ହୋଇପାରିବ ନାହିଁ। ନିର୍ମାଣରେ ଆହୁରି ୩ ମାସ ଅଧିକ ସମୟ ଲାଗିବ ଓ ଏହା ସେପ୍ଟେମ୍ବର ୨୦୨୫ ପର୍ଯ୍ୟନ୍ତ ପୁରା ହେବା ନେଇ ସୂଚନା ମିଳିଛି। ଅଯୋଧ୍ୟାରେ ଚଳିତ ବର୍ଷ ଆରମ୍ଭରୁ ୨୨ ଜାନୁଆରୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…