ଶେରଗଡରେ ଭିକେ ପାଣ୍ଡିଆନ, ରୋଡ ସୋ’ କରିବା ସହ ବିଜେଡି ପ୍ରାର୍ଥୀଙ୍କ ପାଇଁ କଲେ ପ୍ରଚାର
ଗଞ୍ଜାମ: ଗଞ୍ଜାମ ଗସ୍ତରେ ବିଜେଡି ନେତା ତଥା ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍। ଶେରଗଡ, ହିଞ୍ଜିଳି, ଖଲ୍ଲିକୋଟ ଓ ବ୍ରହ୍ମପୁରରେ ଆୟୋଜିତ ସଭାରେ ଯୋଗ ଦେବା ସହ ରୋଡ ସୋ କରିଛନ୍ତି। ବିଜେଡି ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ଯୋଡି ଶଙ୍ଖରେ ବିପୁଳ ସଂଖ୍ୟାରେ ଭୋଟ ଦେଇ ଜିତାଇବାକୁ ଅପିଲ…