Cold Wave: ଧିରେ ଧିରେ ଖସୁଛି ପାରଦ, ୪ ଦିନରେ ୪.୬ ଡିଗ୍ରୀ ଖସିଲା ରାଜଧାନୀର ତାପମାତ୍ରା
ଭୁବନେଶ୍ବର: ନଭେମ୍ବର ମାସ ଅଧା ହେବାକୁ ବସିଥିବା ବେଳେ ବି ଏବେ ରାଜ୍ୟରେ ଶୀତର ଲହରି ସେତେଟା ଦେଖିବାକୁ ମିଳୁନାହିଁ । ଏଥର ରାଜ୍ୟରେ ଶୀତ ବିଳମ୍ବରେ ଆସି ଜଲଦି ଚାଲିଯିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ତେଣୁ ବିଳମ୍ବରେ ଶୀତର ପ୍ରଭାବ ଜାରି ହେବ । ଏପଟେ ରାଜଧାନୀ ଭୁବନେଶ୍ବରରେ…