Latest Odisha News

୫ ବର୍ଷର କାର୍ଯ୍ୟକାଳ ଉପରେ ଲୋକେ କଲେ ପ୍ରଶ୍ନ, ବର୍ଷିଲେ ବିଜେପି ବିଧାୟିକା ପ୍ରାର୍ଥୀ କୁସୁମ ଟେଟେ?

ସୁନ୍ଦରଗଡ଼: ସୁନ୍ଦରଗଡ଼ ବିଧାନସଭା ଆସନର ବିଜେପି ପ୍ରାର୍ଥୀ କୁସୁମ ଟେଟେ ଭୋଟରଙ୍କ ଉପରେ ବର୍ଷିଛନ୍ତି। ଗତ ୫ ବର୍ଷରେ ତାଙ୍କ ଖରାପ ପ୍ରଦର୍ଶନକୁ ନେଇ କିଛି ଯୁବକ ପ୍ରଶ୍ନ କରିବା ପରେ ସେ ବର୍ଷିଛନ୍ତି। ସୁନ୍ଦରଗଡ଼ ଜିଲ୍ଲା ଟାଙ୍ଗରପାଲି ବ୍ଲକ ଅନ୍ତର୍ଗତ ସାନପାତ୍ରପାଲିରେ ବିଧାନସଭା…

ସପିଂ ମଲରେ ଭୟାବହ ଅଗ୍ନିକାଣ୍ଡ ଘଟି ୪ ଜଣ କର୍ମଚାରୀ ଆହତ

କେନ୍ଦୁଝର: କେନ୍ଦୁଝର ଜିଲ୍ଲାର ଏକ ସପିଂ ମଲରେ ଭୟାବହ ଅଗ୍ନିକାଣ୍ଡ ଘଟି ୪ ଜଣ କର୍ମଚାରୀ ଆହତ ହୋଇଛନ୍ତି। ଅପରାହ୍ନରେ ଆନନ୍ଦପୁରସ୍ଥିତ ରିଲାଏନ୍ସ ଟ୍ରେଣ୍ଡର କୋଠାରେ ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡ ଯୋଗୁଁ ସେହି ସମୟରେ ଖୋଲା ଥିବା କୋଠାରୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା।…

ପୁରୀ କଂଗ୍ରେସ ବିଧାୟକ ପ୍ରାର୍ଥୀଙ୍କୁ ଆକ୍ରମଣ

ପୁରୀ: କଂଗ୍ରେସ ପାର୍ଥି ଉମା ବଲଭ ରଥଙ୍କୁ ଆକ୍ରମଣ। ସନ୍ଧ୍ୟା ସମୟରେ ଗୁଣ୍ଡିଚା ମନ୍ଦିର ନିକଟରେ ପ୍ରଚାର କରୁଥିବା ବେଳେ କିଛି ଦୃର୍ବୃତ ଆକ୍ରମଣ କରିଛନ୍ତି। ତେବେ ଆକ୍ରମଣରେ ମୁଣ୍ଡରେ ଆଘାତ ଲାଗିଛି। କିଏ ଓ କହଁକି ଆକ୍ରମଣ କରିଛି ଏଯାଏ ସ୍ପଷ୍ଟ ହୋଇନାହିଁ। ପୁରୀ କୁମ୍ଭରପଡା ଥାନାରେ  ଏ…

ଆଇସିସି ମହିଳା ଟି୨୦ ବିଶ୍ୱକପ କାର୍ଯ୍ୟସୂଚୀ ଘୋଷିତ: ଗୋଟିଏ ଗ୍ରୁପରେ ଭାରତ, ପାକିସ୍ତାନ

ନୂଆଦିଲ୍ଲୀ: ବାଂଲାଦେଶରେ ଚଳିତ ବର୍ଷ ହେବାକୁ ଥିବା ଆଇସିସି ମହିଳା ଟି୨୦ ବିଶ୍ୱକପ କ୍ରିକେଟ ପାଇଁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି । ଏହା ଅକ୍ଟୋବର ୩ରୁ ୨୦ ପର୍ଯ୍ୟନ୍ତ ଖେଳାଯିବ । ଏହି ମେଗା ଟୁର୍ଣ୍ଣାମେଂଟରେ ଭାରତ ଓ ପାକିସ୍ତାନ ଗୋଟିଏ ଗ୍ରୁପରେ ସ୍ଥାନ ପାଇଛନ୍ତି । ୧୦ଟି ଟିମକୁ ୨ଟି…

ବିଜେପି ଇସ୍ତାହାରକୁ ପାଣ୍ଡିଆନଙ୍କ କଟାକ୍ଷ, କହିଲେ ଲୋକଙ୍କୁ ଭୂଆଁ ବୁଲାଇବା ପାଇଁ ଇସ୍ତାହାର

ଭୁବନେଶ୍ୱର: ବିଜେପିର ଇସ୍ତାହାରକୁ ବିଜେଡିର ନମ୍ବର ଟୁ ନେତା ଭି. କେ ପାଣ୍ଡିଆନ କଲେ ସମାଲୋଚନା। କହିଲେ ଲୋକଙ୍କୁ ଭୂଆଁ ବୁଲାଇବାକୁ ଇସ୍ତାହାର ତିଆରି ହୋଇଛି। ସେ କହିଛନ୍ତି, ଯଦି ଚାଷୀଙ୍କୁ ଧାନ କ୍ୱିଣ୍ଟାଲ ପିଛା ୩ ହଜାର ଟଂକା କରିବାର ଥିଲା ତାହେଲେ ବିଜେପି ୧୦ ବର୍ଷ କ୍ଷମତାରେ…

ଆସନ୍ତାକାଲି କଳାହାଣ୍ଡିରେ ନିର୍ବାଚନୀ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

କଳାହାଣ୍ଡି: ଆସନ୍ତାକାଲି ଦିନିକିଆ କଳାହାଣ୍ଡି ଓ ନୂଆପଡା ଜିଲ୍ଲା ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସକାଳ ୧୧.୦୫ ରେ ଭବାନୀପାଟଣା ଶ୍ରୀକୃଷ୍ଣ ନଗର ପଡିଆରେ ପହଞ୍ଚିବା ପରେ ସେଠାରେ ନିର୍ବାଚନୀ ସଭାରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଗତ ଦିନରେ ଜିଲ୍ଲାରେ…

ଆଇପିଏଲ: ପଞ୍ଜାବକୁ ହରାଇଲା ଚେନ୍ନାଇ

ଧର୍ମଶାଳା: ଏଠାରେ ରବିବାର ଖେଳାଯାଇଥିବା ଆଇପିଏଲର ପ୍ରଥମ ମୁକାବିଲାରେ ରବୀନ୍ଦ୍ର ଜାଡେଜାଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ଚେନ୍ନାଇ ସୁପର କିଙ୍ଗସ ୨୮ ରନରେ ପଞ୍ଜାବ କିଙ୍ଗସକୁ ପରାସ୍ତ କରିଛି । ପ୍ରଥମେ ବ୍ୟାଟିଂ କରି ଚେନ୍ନାଇ ୯ ୱିକେଟ ହରାଇ ୧୬୭ ରନ କରିଥିଲା । ରବୀନ୍ଦ୍ର ଜାଡେଜା…

ମୁସଲମାନ ସମ୍ପ୍ରଦାୟକୁ କେବଳ ଏକ ଭୋଟ୍ ବ୍ୟାଙ୍କ ଭାବରେ ଦେଖନ୍ତି କଂଗ୍ରେସ: ରାଜନାଥ ସିଂ

ନୂଆଦିଲ୍ଲୀ: କଂଗ୍ରେସର ବରିଷ୍ଠ ନେତା ରାହୁଲ ଗାନ୍ଧିଙ୍କୁ ପ୍ରଶଂସା କରି ରାହୁଲ ଗାନ୍ଧୀଙ୍କ ସମସ୍ୟା ବଢ଼ାଇଛନ୍ତି ପାକିସ୍ତାନର ପୂର୍ବତନ ମନ୍ତ୍ରୀ ଚୌଧୁରୀ ଫୱାଦ ହୁସେନ । ଏହି ପ୍ରଶଂସା ପରେ ବିଜେପି କ୍ରମାଗତ ଭାବେ କଂଗ୍ରେସ ଓ ରାହୁଲ ଗାନ୍ଧୀଙ୍କ ଉପରେ ଆକ୍ରମଣ କରୁଛି । ଏହି ପ୍ରସଙ୍ଗରେ…

ପିଆଜ ରପ୍ତାନୀ ଉପରୁ ହଟିଲା ବ୍ୟାନ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପାଇଁ ଜାରି ମତଦାନ ଭିତରେ କେନ୍ଦ୍ର ସରକାର ପିଆଜକୁ ନେଇ ନିଜ ଆଭିମୁଖ୍ୟ ପରିବର୍ତ୍ତନ କରିଛନ୍ତି । ପୂର୍ବରୁ ପିଆଜ ରପ୍ତାନୀ ଉପରେ ସରକାର କଟକଣା ଜାରି କରିଥିବାବେଳେ ବର୍ତ୍ତମାନ ଏହି କଟକଣା ପ୍ରତ୍ୟାହର କରାଯାଇଛି। ମାତ୍ର ପିଆଜ ରପ୍ତାନୀ ଉପରେ ଶୁଳ୍କ ଲାଗୁ…

ଦ୍ୱିତୀୟ ପ୍ରତିମା ପୁରସ୍କାର ଉତ୍ସବ ଓ ସ୍ମାରକୀ ବକ୍ତୃତା

ଭୁବନେଶ୍ୱର : ବିଶିଷ୍ଟ ଶିକ୍ଷାବିତ୍, ଲେଖକ ଓ ସମାଜସେବୀ ପ୍ରତିମା ଦେବୀଙ୍କ ସ୍ମୃତିରେ ଗଠିତ ପ୍ରତିମା ଫାଉଣ୍ଡେସନ୍ ତରଫରୁ ଆଜି ଭୁବନେଶ୍ୱର ସ୍ଥିତ ଜୟଦେବ ଭବନରେ ଦ୍ୱିତୀୟ "ପ୍ରତିମା ପୁରସ୍କାର ଉତ୍ସବ ଓ ସ୍ମାରକୀ ବକ୍ତୃତା-୨୦୨୪ ପାଳିତ ହୋଇଯାଇଛି । ଏହି ଅବସରରେ ବିଶିଷ୍ଟ ସମାଜସେବୀ,…