ବିଦ୍ୟୁତ୍ ଆଘାତରେ ବାପାପୁଅ ମୃତ
ଯାଜପୁର: ବିଦ୍ୟୁତ୍ ଆଘାତରେ ବାପାପୁଅ ମୃତ । ଯାଜପୁର ରୋଡ୍ ଥାନା ବେଙ୍ଗପାଟିଆ ଗାଁରେ ଦେଖିବାକୁ ମିଳିଛି ଏହି ଅଭାବନୀୟ ଘଟଣା ।ଘରେ ବାପପୁଅ ବିଦ୍ୟୁତ୍ କାମ କରୁଥିବା ବେଳେ ଏହି ଅଘଟଣ ଘଟିଛି । ଏଥିରେ ବାପାପୁଅ ଙ୍କର ମୃତ୍ୟୁ ହୋଇଥିବା ବେଳେ ମା’ ଗୁରୁତର ।
ଗୁରୁତର ଅବସ୍ଥାରେ…