ରାଜ୍ୟରେ ଆରମ୍ଭ ହୋଇଛି କଲରାପତରିଆ ବାଘ ଗଣନା
ଭୁବନେଶ୍ଵର: ଚଳିତବର୍ଷରୁ ରାଜ୍ୟ ସରକାର ନିଜସ୍ବ କଲରାପତରିଆ ବାଘ ଗଣନା ଆରମ୍ଭ କରିଛନ୍ତି। ରାଜ୍ୟର ୫୧ଟି ଡିଭିଜନରେ କଲରାପତରିଆ ବାଘ ଗଣନା କରାଯାଉଛି । ଗଣନା ପାଇଁ ୩,୩୧୨ଟି ଟ୍ରାପ କ୍ୟାମେରା ବ୍ୟବହାର କରାଯିବ। ପ୍ରତ୍ୟେକ ଡିଭିଜନରେ ପ୍ରତି ୨୫ ବର୍ଗ କିଲୋମିଟରରେ ୫ଟି ଟ୍ରାପ କ୍ୟାମେରା…