ସୁନ୍ଦରଗଡ ଓ କନ୍ଧମାଳରେ ପ୍ରାର୍ଥୀ ପତ୍ର ଦାଖଲ କଲେ ହେଭିୱେଟ ନେତା
ସୁନ୍ଦରଗଡ: ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ଜାରି ରହିଛି ନାମାଙ୍କନ ଦାଖଲ ପ୍ରକ୍ରିୟା । ସପ୍ତମ ଦିନରେ ପ୍ରାର୍ଥୀ ମାନେ ନିଜର ନିଜର ସମର୍ଥକଙ୍କ ସହ ଭିନ୍ନ ଭିନ୍ନ ଢଙ୍ଗରେ ଆସି ନାମାଙ୍କନ ଦାଖଲ କରୁଛନ୍ତି । ଏହାରି ଭିତରେ ଆଜି ସୁନ୍ଦରଗଡ ଲୋକସଭା ଆସନର ବିଜେପି ପ୍ରାର୍ଥୀ ଜୁଏଲ…