ହୋଟେଲରେ ଅଗ୍ନିକାଣ୍ଡ, ଏଯାବତ ୬ ଜଣଙ୍କର ମୃତ୍ୟୁ ସୂଚନା
ପାଟଣା: ପାଟନା ରେଳ ଷ୍ଟେସନ ଜଙ୍କସନରେ ଥିବା ଏକ ହୋଟେଲରେ ଗୁରୁବାର ଅଗ୍ନିକାଣ୍ଡ ଘଟି ୬ ଜଣଙ୍କର ମୃତ୍ୟୁ ଘଟିଛି। ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ ୨୦ରୁ ଅଧିକ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଅଣାଯାଇ ପାରିଛି।
ବରିଷ୍ଠ ଆରକ୍ଷୀ ଅଧୀକ୍ଷକ ରାଜୀବ ମିଶ୍ରଙ୍କ ସୂଚନା ଅନୁଯାୟୀ,…