ଆମେରିକା ହ୍ୟୁଷ୍ଟନରେ ଇସ୍କନର ରଥଯାତ୍ରା ବାତିଲ
ଭୁବନେଶ୍ୱର: ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ବୟାନ ପରେ ଅଦିନିଆ ରଥଯାତ୍ରାରୁ ଓହରିଲା ଇସ୍କନ। ଆସନ୍ତା ୯ ତାରିଖରେ ଆମେରିକା ହ୍ୟୁଷ୍ଟନ୍ରେ ହେବନି ଇସ୍କନ ରଥଯାତ୍ରା। ଓଡ଼ିଆ ଶ୍ରଦ୍ଧାଳୁଙ୍କ ଭାବାବେଗକୁ ବିଚାର କରି ଇସ୍କନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ରଥଯାତ୍ରା ବଦଳରେ ସେଦିନ ଗୌର…