ନାମାଙ୍କନ ପତ୍ର ଦାଖଲ କଲେ ବିଜେପି ବିଧାୟକ ପ୍ରାର୍ଥୀ ସିଦ୍ଧାନ୍ତ ମହାପାତ୍ର
ବ୍ରହ୍ମପୁର: ୨୦୨୪ ସାଧାରଣ ନିର୍ବାଚନ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଏହି ପ୍ରିରିପେକ୍ଷୀରେ ଆଜି ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବିଜେପି ବିଧାୟକ ପ୍ରାର୍ଥୀ ସିଦ୍ଧାନ୍ତ ମହାପାତ୍ର ତାଙ୍କର ହଜାର ହଜାର ସମର୍ଥକଙ୍କୁ ନେଇ ବ୍ରହ୍ମପୁର ଉପ…