ଟିକେଟ କଟିବା ପରେ କଂଗ୍ରେସରୁ ଇସ୍ତଫା ଦେଲେ ପ୍ରବୋଧ ତିର୍କୀ
ଭୁବନେଶ୍ୱର: ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ ଶନିବାର କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାର ତଳସରା ବିଧାନସଭା ଆସନରୁ ଦେବେନ୍ଦ୍ର ଭିଟାରିଆଙ୍କ ସପକ୍ଷରେ କଂଗ୍ରେସ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବା ପରେ ଏଭଳି ପଦକ୍ଷେପ ନେଇଛନ୍ତି।
ପ୍ରଥମେ ତଳସରା…