ମୁକ୍ତ, ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ
ଭୁବନେଶ୍ୱର: ମୁକ୍ତ, ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ । ବିଜେଡି ସରକାର ବିରୋଧରେ ନିର୍ବାଚନ ଅଧିକାରୀଙ୍କ ଆଗରେ ଅଭିଯୋଗ କଲା ବିଜେପି । ରାଜ୍ୟ ମୁଖପାତ୍ର ସତ୍ୟବ୍ରତ ପଣ୍ଡାଙ୍କ ନେତୃତ୍ୱରେ ରାଜ୍ୟ ମୁଖ୍ୟ ନିର୍ବାଚନ…