Latest Odisha News

BREAKING NEWS

ଅନୁଭବ ଆଉଟ୍ ବର୍ଷା ଇନ୍: ଶଙ୍ଖ ଭବନରେ ଶଙ୍ଖ ଫୁଙ୍କିଲେ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ଵର: ବିଜେଡିରେ ସାମିଲ ହେଲେ ଓଲିଉଡର ଚର୍ଚ୍ଚିତ ନାୟିକା ବର୍ଷା ପ୍ରିୟଦର୍ଶିନୀ । ଶଙ୍ଖ ଭବନ ଆସି ଆନୁଷ୍ଠାନିକ ଭାବେ ବିଜେଡିରେ ସାମିଲ ହେଲେ ବର୍ଷା । ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ଶଙ୍ଖ ଧରିଛନ୍ତି ବର୍ଷା । ତେବେ ଅନେକ ସମୟରେ ବର୍ଷା ବିଜେଡି ପାଇଁ ପ୍ରଚାର କରିଥିବା…

ଆହୁରି କଲବଲ କରିବ ତାତି, ସାଢ଼େ ୧୧ଟା ସୁଦ୍ଧା ୨ ସହରର ତାପମାତ୍ରା ୪୦ ଡିଗ୍ରୀ

ଭୁବନେଶ୍ଵର: ରାଜ୍ୟବାସୀଙ୍କୁ ଆହୁରି କଲବଲ କରିବ ତାତି । ରାତିରେ ବି ମିଳିବ ନାହିଁ ତ୍ରାହି । ଆଜିଠୁ ଗ୍ରୀଷ୍ମ ପ୍ରବାହ ଶିଖରକୁ ଛୁଇଁବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଭୁବନେଶ୍ୱର ଆଞ୍ଚଳିକ…

ମୁମ୍ବାଇରେ ଚାଲିବନି ଅଣ୍ଡରୱାଲ୍ଡର ଦାଦାଗିରି, ମୁଳପୋଛ ହେବ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ ଓ ତାର ଗ୍ୟାଙ୍ଗ: ସିନ୍ଦେ

ମୁମ୍ବାଇ: ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଘର ବାହାରେ ଗୁଳି ବିନିମୟ ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ଘଟଣାରେ ଅଭିଯୁକ୍ତମାନଙ୍କୁ ମଧ୍ୟ ପୋଲିସ ଗିରଫ କରିଛି । ଉଭୟଙ୍କୁ ପଚରାଉଚରା ଚାଲିଛି । ଏହାକୁ ଦୃଷ୍ଟିରେ ରଖି ସଲମାନ ଖାନଙ୍କ ଘର ବାହାରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।…

ଆଉ ୪ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ଵର: ଆଉ ୪ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । ମାହାଙ୍ଗାରୁ ଦେବେନ୍ଦ୍ର ସାହୁଙ୍କୁ ଟିକେଟ ଦେଇଥିବା ବେଳେ ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ବର ମଧ୍ୟରୁ ପ୍ରକାଶ ଜେନା, ଭୁବନେଶ୍ବର ଉତ୍ତରରୁ ଅଶୋକ ଦାସଙ୍କୁ ଟିକେଟ ଦେଇଛି କଂଗ୍ରେସ । ପୂର୍ବରୁ କଂଗ୍ରେସ…

ହୋଟେଲ ରୁମରୁ ଜବତ ହେଲା ୧୨ କେଜି ଗଞ୍ଜେଇ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ବରଗଡ: ବରଗଡ଼ ଟାଉନ ଥାନା ପୋଲିସକୁ ବଡ ସଫଳତା । ହୋଟେଲ ରୁମରୁ ଜବତ ହେଲା ୧୨ କେଜି ଗଞ୍ଜେଇ । ସେପଟେ ବେଆଇନ ଗଞ୍ଜେଇ କାରବାର ଅଭିଯୋଗରେ ୨ ଜଣଙ୍କୁ ଗିରଫ କରିଛି ପୋଲିସ । ସୂଚନା ଅନୁସାରେ, ବରଗଡ ରେଲୱେ ଷ୍ଟେସନ ସମ୍ମୁଖରେ ଥିବା ବିଜୟ ହୋଟେଲର ରୁମ ନମ୍ବର ୧୦୩ ରେ ୨ ଜଣ ଯୁବକ ଗଞ୍ଜେଇ…

ଆଇପିଏଲ୍ ରେ ଆଜି ମୁମ୍ବାଇ ଇଣ୍ଡିଆନ୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ହେବ ମୁକାବିଲା

ଚଣ୍ଡିଗଡ଼: ଆଇପିଏଲ୍ ରେ ଆଜି ମୁମ୍ବାଇ ଇଣ୍ଡିଆନ୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ହେବ ମୁକାବିଲା । ଦୁଇ ଦଳ ବିଜୟ ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବେ । ହାର୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ବାଧିନ ମୁମ୍ବାଇ ଇଣ୍ଡିଆନ୍‌ସ ୬ଟି ମ୍ୟାଚ ଖେଳି ୨ଟି ବିଜୟ ହୋଇଥିବା ବେଳେ ୪ଟି ପରାଜିତ ହୋଇଛି। ଆଜି…

ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ

ଭୁବନେଶ୍ଵର: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନପ୍ରାପ୍ତ ଜଣେ ଓଡ଼ିଆ ନାଟ୍ୟକାର, ନିର୍ଦ୍ଦେଶକ ଏବଂ ଅଭିନେତା । ଓଡ଼ିଶା ଯାତ୍ରା ଜଗତର ଭୀଷ୍ମ ପିତାମହ ଭାବେ ଜଣାଶୁଣା ଡ.…

ପିଲାଙ୍କୁ ସେରେଲାକ୍ ଦେଉଥିଲେ ସାବଧାନ, ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ

ନୂଆଦିଲ୍ଲୀ: ଆପଣଙ୍କ ପିଲାଙ୍କୁ ଦେଉଛନ୍ତି କି ସେରେଲାକ୍? ଯଦି ହଁ ତେବେ ହୋଇଯାଆନ୍ତୁ ସାବଧାନ । ସର୍ଭେ ରିପୋର୍ଟରେ ଆସିଲା ଚାଞ୍ଚଲ୍ୟକର ତଥ୍ୟ । ଭାରତରେ ଦୁଇଟି ସର୍ବାଧିକ ବିକ୍ରି ହେଉଥିବା ବେବିଫୁଡ୍‌ ବ୍ରାଣ୍ଡରେ ବହୁ ପରିମାଣର ଚିନି ରହିଛି ବୋଲି ରିପୋର୍ଟରେ ଉଲ୍ଲେଖ ରହିଛି ।…

ୟୁକ୍ରେନର ଚେର୍ନିହିଭ୍ ସହରରେ ଋଷର ମିଶାଇଲ ମାଡ଼

ନୂଆଦିଲ୍ଲୀ: ୟୁକ୍ରେନର ଚେର୍ନିହିଭ୍‌ ସହରରେ ମିଶାଇଲ ମାଡ଼ କରିଛି ଋଷ । ଏଥିରେ ୧୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬୦ରୁ ଊର୍ଦ୍ଧ୍ୱ ଗୁରୁତର ହୋଇଛନ୍ତି।ଋଷ-ୟୁକ୍ରେନ ଯୁଦ୍ଧକୁ ଦୁଇ ବର୍ଷ ବିତି ଥିବା ବେଳେ ଥମୁନି ଆକ୍ରମଣ। ଋଷ ଥରକୁ ଥର ୟୁକ୍ରେନ ଉପରେ ଭୟଙ୍କର ହାମଲା କରୁଛି ।ଚେର୍ନିହିଭ୍‌…

ଏମ୍ସ ଭୁବନେଶ୍ୱର ସଫଳତାର ଆଉ ଏକ ପାହାଚ ଚଢ଼ିଛି

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱର ସଫଳତାର ଆଉ ଏକ ପାହାଚ ଚଢିଛି । ପ୍ରଥମ କରି ରାଜ୍ୟରେ ଜଣେ ବ୍ୟକ୍ତିଙ୍କ ଶରୀରରେ କୃତ୍ରିମ ମୂତ୍ରାଶୟ ସ୍ପିଙ୍କ୍ଟର(ଏୟୁଏସ) ପ୍ରତିରୋପଣ କରାଯାଇଛି। ଏମ୍ସ ର ୟୁରୋଲୋଜି ବିଭାଗ ଦ୍ବାରା କରାଯାଇଥିବା ଏହି ପ୍ରତିରୋପଣ ଓଡ଼ିଶାରେ ପ୍ରଥମ। ଏକ ସୁଦକ୍ଷ ଡାକ୍ତରୀ ଦଳ…