ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ଜଳୁଛି ସାରା ରାଜ୍ୟ , ଆସନ୍ତା ୨୨ ତାରିଖ ଯାଏଁ ତାତିରୁ ନାହିଁ ନିସ୍ତାର
ଭୁବନେଶ୍ବର: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ଜଳୁଛି ସାରା ରାଜ୍ୟ । ଆସନ୍ତା ୨୨ ଯାଏଁ ତାତିରୁ ନାହିଁ ନିସ୍ତାର । ରାଜ୍ୟବାସୀଙ୍କୁ ଆହୁରି କଲବଲ କରିବ ତାତି । ଆଜିଠୁ ଗ୍ରୀଷ୍ମ ପ୍ରବାହ ଶିଖରକୁ ଛୁଇଁବ ବୋଲି ଆକଳନ କରିଛି କେନ୍ଦ୍ର ଆଞ୍ଚଳିକ ପାଣିପାଗ ବିଭାଗ । ଆଜି ଠୁ ୨୪ଟି ଜିଲ୍ଲାକୁ…