Latest Odisha News

BREAKING NEWS

ଅବକାରୀ ବିଭାଗକୁ ବଡ଼ ସଫଳତା: ୪ ଲକ୍ଷ ଟଙ୍କାର ନକଲି ମଦ ଓ ମଦ ପ୍ୟାକିଂ ସାମଗ୍ରୀ ଜବତ

ରାଉରକେଲା: ସାଧାରଣ ନିର୍ବାଚନକୁ କିଛି ଦିନ ବାକି ଥିବା ବେଳେ ଅବକାରୀ ବିଭାଗ ପକ୍ଷରୁ ମଦ ବିରୋଧରେ ଚାଲିଛି ସ୍ପେସିଆଲ ଡ୍ରାଇଭ। ତେବେ ନିର୍ବାଚନ ପୂର୍ବରୁ ରାଉରକେଲା ଅବକାରୀ ବିଭାଗକୁ ମିଳିଛି ବଡ଼ ସଫଳତା। ଓଡ଼ିଶାରେ ତିଆରି ହେଉଥିବା ନକଲି ମଦକୁ ରାସ୍ତା ପାର୍ଶ୍ୱ ଢ଼ାବା ଓ ହୋଟେଲ୍‌କୁ…

ପଦ୍ମ ଛାଡି ଶଙ୍ଖ ଫୁଙ୍କିଲେ ସମ୍ବଲପୁର ସାଂସଦଙ୍କ ପତ୍ନୀ ଅରୁନ୍ଧତୀ ଦେବୀ

ଭୁବନେଶ୍ବର: ବିଜେଡିରେ ଯୋଗ ଦେଲେ ସମ୍ବଲପୁର ସାଂସଦ ତଥା ଦେବଗଡ ରାଜା ନୀତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ ଦେବୀ । ତାଙ୍କ ସହ ତାଙ୍କ ପୁଅ ନମନ ଗଙ୍ଗଦେବ ମଧ୍ୟ ବିଜେଡିରେ ଯୋଗ ଦେଇଛନ୍ତି । ଆଜି ସନ୍ଧ୍ୟାରେ ନବୀନ ନିବାସ ଠାରେ ଉଭୟ ଅରୁନ୍ଧତୀ ଦେବୀ ଓ ପୁଅ ନମନ ଗଙ୍ଗଦେବ ମୁଖ୍ୟମନ୍ତ୍ରୀ…

ରାଜ୍ୟରେ ବଢୁଛି ଗ୍ରୀଷ୍ମ ପ୍ରବାହ, ଚେତାବନୀ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର: ବର୍ତ୍ତମାନ ବାୟୁମଣ୍ଡଳର ନିମ୍ନ ଭାଗରେ ରାଜ୍ୟକୁ ପଶ୍ଚିମ ତଥା ଉତ୍ତରପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବେଶ କରୁଛି । ସୂର୍ଯ୍ୟ କିରଣର ତୀବ୍ରତା ବୃଦ୍ଧି ପାଉଥିବାରୁ ଆଗାମୀ ୪ ରୁ ୫ ଦିନ ମଧ୍ୟରେ ରାଜ୍ୟରେ ଅନେକ ସ୍ଥାନରେ ଦିନ ତାପମାତ୍ରା ଧୀରେ ଧୀରେ ୨ ରୁ ୪ ଡ଼ିଗ୍ରୀ ଯାଇଁ ବୃଦ୍ଧି…

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୧୮ ଜଣ ନକ୍ସଲ, ସର୍ଚ୍ଚ ଅପରେସନ ଜାରି

ନୂଆଦିଲ୍ଲୀ: ନିର୍ବାଚନ ପୂର୍ବରୁ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ଛତିଶଗଡର କାଙ୍କେର ଜିଲ୍ଲାର ସୀମା ସୁରକ୍ଷା ବଳୟ (ବିଏସ୍ଏଫ୍) ଏବଂ ଜିଲ୍ଲା ରିଜର୍ଭ ଗାର୍ଡ (ଡିଆରଜି) ର ମିଳିତ ଅପରେସନରେ ଜଣେ ବରିଷ୍ଠ ନେତାଙ୍କ ସମେତ ଅତିକମରେ ୧୮ ଜଣ ମାଓବାଦୀଙ୍କ ନିହତ ହୋଇଛନ୍ତି। ନକ୍ସଲ…

ଅମିତ ଶାହାଙ୍କ ଉପରେ ଦିଗ୍‌ବିଜୟ ସିଂଙ୍କ ଆକ୍ରମଣ: କହିଲେ, ଛିନ୍ଦୱାଡା ଆସନ ଜିତିବା ପାଇଁ ବିଜେପି ଭୁଲ ପଦ୍ଧତି…

ନୂଆଦିଲ୍ଲୀ: କଂଗ୍ରେସ ରାଜ୍ୟସଭା ସାଂସଦ ଦିଗ୍‌ବିଜୟ ସିଂ ଛିନ୍ଦୱାଡ଼ାଠାରେ ଏକ ନିର୍ବାଚନ କାର୍ଯ୍ୟକ୍ରମ ସମୟରେ ବିଜେପିକୁ କଡ଼ା ଆକ୍ରମଣ କରିଛନ୍ତି। ଦିଗ୍‌ବିଜୟ ସିଂ ବିଜେପିକୁ ତାଙ୍କ ଦଳର ଗଡ଼ ଛିନ୍ଦୱାଡ଼ାରେ ବିଜୟ ହାସଲ କରିବା ପାଇଁ ଅନ୍ୟାୟ ଭାବେ କୌଶଳ ଆପଣାଇଥିବା ଅଭିଯୋଗ କରିଛନ୍ତି।…

ବିଜେପିରେ ଅଲୋଡା ବିଶ୍ବେଶ୍ବର !

ଭୁବନେଶ୍ୱର: ନା ଲୋକସଭା ନା ବିଧାନସଭା ଟିକେଟ୍ । ବିଜେପିରେ ଅଲୋଡା କି ବିଶ୍ବେଶ୍ବର ଟୁଡୁ? ପ୍ରଥମ ବିଜୟରେ ହିଁ କେନ୍ଦ୍ରମନ୍ତ୍ରୀ ହୋଇଥିଲେ ମୟୂରଭଞ୍ଜ ସାଂସଦ । ହେଲେ ନିଜ ବୟାନ ଓ ଆଚରଣକୁ ନେଇ ବିବାଦ ଘେରକୁ ଆସିଥିଲେ ବିଶ୍ବେଶ୍ବର । କେତେବେଳେ ପ୍ରଶାସନିକ ଅଧିକାରୀଙ୍କ ସଂପର୍କରେ ବିବାଦୀୟ…

ଓଆରଏଚଡିସି ଦୁର୍ନୀତି ମାମଲା: ମୋକିମଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କଲେ ସୁପ୍ରିମକୋର୍ଟ

କଟକ: ଓଆରଏଚଡିସି ଦୁର୍ନୀତି ମାମଲାରେ ବାରବାଟୀ କଟକ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ସାମୟିକ ଆଶ୍ଵସ୍ତି । ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ଆଶ୍ବସ୍ତି ପ୍ରଦାନ କଲେ ସୁପ୍ରିମକୋର୍ଟ । ଓଆରଏଚଡିସି ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡ ହାଇକୋର୍ଟ କାଏମ ରଖିଥିଲେ ଏହାକୁ…

ମହେଶ ଭୂପତି କହିଲେ ଆରସିବିକୁ ବିକ୍ରି କରିଦିଅ

ନୂଆଦିଲ୍ଲୀ: ଆଇପିଏଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର କେବେ ହେଲେ ଟାଇଟଲ ହାସଲ କରିନି । ଏଥର ଦଳର ପ୍ରଦର୍ଶନ ପ୍ରଶଂସକଙ୍କୁ ବ୍ୟଥିତ କରିଛି । ଟେନିସ ଷ୍ଟାର ମହେଶ ଭୂପତି ଆରସିବିର ପ୍ରଂଶସକ ଅଟନ୍ତି । ସେ ମଧ୍ୟ ଭାଙ୍ଗିପଡିଛନ୍ତି । ଭୂପତି ସୋସିଆଲ ମିଡିଆରେ ଲେଖିଛନ୍ତି ବିସିସିଆଇ…

ବିଜେଡିରେ ମିଶିଲେ ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି ଓ କଂଗ୍ରେସ ନେତା

ଭୁବନେଶ୍ୱର: ବିଜେଡ଼ିରେ ଯୋଗଦେଲେ କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ । ଆଜି ଶଙ୍ଖଭବନ ଠାରେ ଧର୍ମଶାଳା ବିଧାୟକ ତଥା କଳାହାଣ୍ଡି ଜିଲ୍ଲା ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତରାୟ ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ…

ସତର୍କତାକୁ ଆହୁରି କଡ଼ାକଡ଼ି କରାଯିବ, ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଆଯିବ: ଇସିଆଇ

ଭୁବନେଶ୍ୱର: ନିର୍ବାଚନ ଆଦର୍ଶ ଆଚରଣ ବିଧି (ଏମସିସି) ଲାଗୁ ହେବାର ଏକ ମାସ ପୂରଣ ହୋଇଛି । ଏହି କ୍ରମରେ ଭାରତୀୟ ନିର୍ବାଚନ କମିଶନ (ଇସିଆଇ) ଏମସିସି ଲାଗୁ ହେବାର ପ୍ରଥମ ଏକ ମାସ ମଧ୍ୟରେ ଗ୍ରହଣ ଯାଇଥିବା ପଦକ୍ଷେପ ଓ କାର୍ଯ୍ୟାନୁଷ୍ଠାନର କିଛି ବିବରଣୀ ସାର୍ବଜନୀନ କରିବାକୁ ନିଷ୍ପତ୍ତି…