Latest Odisha News

BREAKING NEWS

ଆଇପିଏଲ: ବିସିସିଆଇ ଜାରି କଲା ନିର୍ଦ୍ଦେଶନାମା, ଷ୍ଟାଡିୟମର ଫଟୋ ଓ ଭିଡିଓ ମନଇଚ୍ଛା ଶେୟାର କରିପାରିବେନି

ମୁମ୍ବାଇ: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗରେ ଖେଳାଳି, ଭାଷ୍ୟକାର ଓ ଅନ୍ୟମାନେ ମନଇଚ୍ଛା ଷ୍ଟାଡିୟମର ଫଟୋ ଓ ଭିଡିଓ ଶେୟାର ନ କରିବା ପାଇଁ ବିସିିସିଆଇ ନିର୍ଦ୍ଦେଶନାମା ଜାରର କରିଛି । ଏ ପର୍ଯ୍ୟନ୍ତ ଆଇପିଏଲରେ ୨୯ ମ୍ୟାଚ ଖେଳା ଯାଇ ସାରିଛି । ଏଥର ଖେଳାଳିଙ୍କଠାରୁ ଆରମ୍ଭ କରି ଭାଷ୍ୟକାରମାନେ…

ଦିନ ୧୧ ରୁ ୩ଟା ମଧ୍ୟରେ ବାହାରେ କାମ କରିବେନି ଶ୍ରମିକ, ଚିଠି ଲେଖି ନିର୍ଦ୍ଦେଶ ଦେଲେ ଏସଆରସି

ଭୁବନେଶ୍ବର: ପ୍ରଚଣ୍ଡ ଖରା ତାତିରେ ସିଜୁଛନ୍ତି ରାଜ୍ୟବାସୀ । ସକାଳ ୮ଟାରୁ ଖରାର ପ୍ରକୋପ ଏତେ ଅଧିକ ରହୁଛି ଯେ, ଘରୁ ବାହାରିବା ମୁସ୍କିଲ ହୋଇପଡୁଛି । ଏହାକୁ ନଜରରେ ରଖି ଶ୍ରମିକଙ୍କୁ ଖରାରେ କାମ କରାଇବାକୁ କଡାକଡି ଭାବେ ବାରଣ କରାଯାଇଛି । ଖରାରେ ଶ୍ରମିକଙ୍କୁ କାମ କରାଇଲେ ମିଳିବ ଦଣ୍ଡ ।…

ମନୀଷ ସିସୋଦିଆଙ୍କ ଜାମିନ ଆବେଦନ ଶୁଣାଣି ଏପ୍ରିଲ ୨୦ ପର୍ଯ୍ୟନ୍ତ ସ୍ଥଗିତ ରଖିଲା ଦିଲ୍ଲୀ କୋର୍ଟ

ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ଡେପୁଟି ସିଏମ୍ ମନୀଷ ସିସୋଦିଆଙ୍କ ଚତୁର୍ଥ ଥର ପାଇଁ ଦାଖଲ ହୋଇଥିବା ଜାମିନ ଆବେଦନ ଶୁଣାଣି ଏପ୍ରିଲ ୨୦ ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ  ନିଷ୍ପତ୍ତି ନେଇଛି ଦିଲ୍ଲୀ କୋର୍ଟ । ସୋମବାର ଦିନ ଶୁଣାଣି ସମାପ୍ତ ହୋଇସାରିଛି । ସ୍ପେଶାଲ ଜଜ କାଭେରୀ ବାବେଜା ଏହି…

“ବିଜେପିର ସଂକଳ୍ପ ପତ୍ର-୨୦୨୪, ମୋଦିଙ୍କ ଗ୍ୟାରେଂଟି” ପ୍ରସଙ୍ଗରେ ସର୍ବାଧିକ ଲାଭାନ୍ୱିତ ହେବ ଓଡିଶା: ରାଜ୍ୟ ସଭାପତି

ଭୁବନେଶ୍ୱର: ୨୦୦୧୪ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତୀୟ ଜନତା ପାର୍ଟି କ୍ଷମତାକୁ ଆସିବା ପରେ ଦେଶବାସୀଙ୍କୁ ଦିଆଯାଇଥିବା ଅଧିକାଂଶ ପ୍ରତିଶୃତି ପୂରଣ କରାଯାଇଛି । ଏହା ପରେ ୨୦୧୯ ସାଧାରଣ ନିର୍ବାଚନରେ ମଧ୍ୟ ଦିଆଯାଇଥିବା ସମସ୍ତ ପ୍ରତିଶୃତିକୁ ପାଳନ…

୬ବର୍ଷ ପାଇଁ କଂଗ୍ରେସରୁ ବହିଷ୍କୃତ ହେଲେ ବିଧାୟକ ସୁର ରାଉତରାୟ

ଭୁବନେଶ୍ବର: ବିଧାୟକ ସୁର ରାଉତରାୟଙ୍କୁ ଦଳରୁ ୬ବର୍ଷ ପାଇଁ ବହିଷ୍କାର କରିଛି କଂଗ୍ରେସ। ପୁଅ ମନ୍ମଥ ରାଉତରାୟଙ୍କ ପାଇଁ ପ୍ରଚାର କରୁଥିଲେ ସୁର । କଂଗ୍ରେସରେ ରହି ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ନେଇ ଅଭିଯୋଗ ପରେ ସୁରଙ୍କ ବିରୋଧରେ ବଡ କାର୍ଯ୍ୟାନୁଷ୍ଠାନ ନେଇଛି ଦଳ। ଏନେଇ…

ଭାରତରେ ଦୁଇ ଲକ୍ଷ ଆକାଉଣ୍ଟକୁ ବ୍ୟାନ୍ କଲା ଏଲନ ମସ୍କ କମ୍ପାନୀ ଏକ୍ସ

ନୂଆଦିଲ୍ଲୀ: ଏଲନ ମସ୍କଙ୍କ କମ୍ପାନୀ ଏକ୍ସ ଜାରି କଲା ମାସିକ କାର୍ଯ୍ୟାନୁଷ୍ଠାନ ରିପୋର୍ଟ । ଯାହା ସୂଚନା ରହିଛି ଭାରତରେ ୨୧୩୦୦୦ରୁ ଅଧିକ ଆକାଉଣ୍ଟକୁ ବ୍ୟାନ୍ କରିଦେଇଛି କମ୍ପାନୀ । ଫେବୃଆରୀ ୨୬ ରୁ ମାର୍ଚ୍ଚ ୨୫ ମଧ୍ୟରେ ଭାରତରେ ୨,୧୨,୬୨୭ ଆକାଉଣ୍ଟ ଉପରେ ପ୍ରତିବନ୍ଧକ ଲଗାଇଛି । କମ୍ପାନୀ…

ବୁଥ୍ ବିଜୟ ଓ ମିଶ୍ରଣ ପର୍ବ କାର୍ଯ୍ୟକ୍ରମରେ ବିଜେପିର ଶକ୍ତି ପ୍ରଦର୍ଶନ

ନୂଆପଡ଼ା: ନିର୍ବାଚନ ତାତି ଯେତିକି ବଢ଼ି ବଢ଼ି ଚାଲିଛି କର୍ମୀ ଓ ସମର୍ଥକ ମାନଙ୍କ ମଧ୍ୟରେ ଉତ୍ସାହ ସେତିକି ବଢ଼ିଛି । ଆଜି ନୂଆପଡ଼ା ଜିଲ୍ଲା ଖଡ଼ିଆଳ ନିର୍ବାଚନ ମଣ୍ଡଳୀର ୩୦୨ ବୁଥ୍ ର ହଜାର ହଜାର ଲୋକଙ୍କ ସମାଗମ ବିଜେପିର ଲୋକ ପ୍ରିୟତାକୁ ସୁଚାଉଥିବା ମନେ ହେଉଥିଲା । ଆଜି ଖଡ଼ିଆଳ ଠାରେ…

ବିଜେଡି ଛାଡ଼ିଲେ ରାଜ୍ୟ ସମ୍ପାଦକ ଚିତ୍ତରଞ୍ଜନ ମଣ୍ଡଳ

ଭୁବନେଶ୍ୱର: ଯେତିକି ଯେତିକି ନିର୍ବାଚନ ପାଖେଇ ଆସୁଛି ସେତିକି ସେତିକି ରାଜ୍ୟରାଜନୀତି ସରଗରମ ହେବାରେ ଲାଗିଛି । ଆଉ ନେତାଙ୍କ ଦଳ ଡିଆଁ ପର୍ବ ଜାରି ରହିଛି । ସେହିପରି ଆଜି ବିଜେଡିରୁ ଇସ୍ତଫା ଦେଇଛନ୍ତି ରାଜ୍ୟ ସମ୍ପାଦକ ଚିତ୍ତରଞ୍ଜନ ମଣ୍ଡଳ । ଚିତ୍ତରଞ୍ଜନ ନିଜ ଇସ୍ତଫା ପତ୍ର ଦଳର…

ଚଳିତଥର ସ୍ୱାଭାବିକ ଠାରୁ ଅଧିକ ବର୍ଷା ହେବ: ଆଇଏମଡିର ‘ମୌସୁମୀ’ ଆକଳନ

ନୂଆଦିଲ୍ଲୀ: ଚଳିତ ବର୍ଷ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହେବ। ଆଇଏମଡିର ‘ମୌସୁମୀ’ ଆକଳନ ଅନୁଯାୟୀ ଚଳିତଥର ଅଧିକ ବର୍ଷା ନେଇ ଆସୁଛି ଦକ୍ଷିଣ ପଶ୍ଚିମ ମୌସୁମୀ। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ଏହି ମଡେଲ୍ ଅନୁଯାୟୀ ଆକଳନ ୫ ପ୍ରତିଶତ କମ କିମ୍ବା ଅଧିକ…

ଆଜି ବି ନିରାଶ, ୨୩ ଯାଏଁ ନ୍ୟାୟିକ ହେପାଜତକୁ ଗଲେ କେଜ୍ରିଓ୍ବାଲ, ଏପ୍ରିଲ ୨୯ରେ ପରବର୍ତ୍ତି ଶୁଣାଣି

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ହୋଇପାରିଲାନି ତୁରନ୍ତ ଶୁଣାଣି ଜେଲରେ ରହିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ଆଜି ସୁପ୍ରିମକୋର୍ଟରେ ହେବାକୁ ଥିବା ଶୁଣାଣିରେ ମଧ୍ୟ କେଜ୍ରିୱାଲଙ୍କୁ ନିରାଶ ହେବାକୁ ପଡିଛି । ମାମଲାର ଶୁଣାଣି ଏପ୍ରିଲ ୨୯ ରେ…