Latest Odisha News

BREAKING NEWS

PUCC:ଏପ୍ରିଲ ପହିଲା ଯାଏଁ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ କୋହଳ

ଭୁବନେଶ୍ବର: ଗାଡ଼ିଚାଳକଙ୍କ ପାଇଁ ଆସିଲା ଆଶ୍ବସ୍ତି ଖବର । ବାଣିଜ୍ୟ ଓ ପରିବହନର ମନ୍ତ୍ରୀ ବିଭୂତି ଭୂଷଣ ଜେନା ପ୍ରଦୂଷଣ ଯାଞ୍ଚ ଓ ଜରିମାନାକୁ ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଆସନ୍ତା ଏପ୍ରିଲ ପହିଲା ପର୍ଯ୍ୟନ୍ତ ପ୍ରଦୂଷଣ ‎ନ ଥିଲେ ଜରିମାନା ନ ଲଗାଇବାକୁ ରାଜ୍ୟ ପରିବହନ…

Steel Plant: ଓଡ଼ିଶାରେ ୭ ପ୍ରମୁଖ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ;୧୪ ହଜାରରୁ ଉର୍ଦ୍ଧ୍ବ ନିଯୁକ୍ତି ସୁଯୋଗ

ଭୁବନେଶ୍ବର: ମୋହନ ଚରଣ ମାଝୀ ଆଜି ଉଚ୍ଚସ୍ତରୀୟ କ୍ଲିୟରାନ୍ସ ପ୍ରାଧିକରଣ (HLCA)ର ୪୩ତମ ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ଉଚ୍ଚସ୍ତରୀୟ କ୍ଲିୟରାନ୍ସ ପ୍ରାଧିକରଣ (HLCA) ର ଏହି ବୈଠକରେ ୫୫, ୭୮୩ କୋଟି ଟଙ୍କାର ମୋଟ ନିବେଶ ସହିତ ୭ଟି ପ୍ରମୁଖ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ କରାଯାଇଛି, ଯାହା…

ଥାଇଲ୍ୟାଣ୍ଡ ଫେରନ୍ତାଙ୍କ ଠାରୁ ଲୁଟ୍ କରି ବନ୍ଧା ହେଲେ କ୍ୟାବ୍‌ ଡ୍ରାଇଭର; ଏପରି କରିଥିଲେ ଲୁଟ୍ ପ୍ଲାନ୍…

ଭୁବନେଶ୍ବର:ବନ୍ଧା ହେଲେ କ୍ୟାବ୍‌ ଡ୍ରାଇଭର । ଥାଇଲ୍ୟାଣ୍ଡ ଫେରନ୍ତାଙ୍କ ଠାରୁ ଲୁଟ୍ କରି ବନ୍ଧା ହେଲେ କ୍ୟାବ୍‌ ଡ୍ରାଇଭର । ଚନ୍ଦ୍ରଶେଖରପୁର ଥାନା ପୋଲିସ ଡ୍ରାଇଭରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନାଗେଶ୍ବର ପରମାଣିକ । ଘର କୁଆଁପାଲି ମାହାଙ୍ଗା ଅଞ୍ଚଳର । ଏଥିସହ ଲୁଟ୍…

୫୦୦% ଟାରିଫ ଧମକ ମଧ୍ୟରେ ଖସିଲା ସେୟାର ବଜାର

ନୂଆଦିଲ୍ଲୀ: ଲଗାତାର ଗତ ଚାରିଦିନ ହେବ ସେନସେକ୍ସ ଏବଂ ନିଫ୍ଟି ୫୦ ହ୍ରାସ ହେବାରେ ଲାଗିଛି।ଯାହାର ପ୍ରଭାବ ଆଜି ଅର୍ଥାତ୍ ଗୁରୁବାର ଭାରତୀୟ ଷ୍ଟକ୍ ବଜାରରେ ଦେଖିବାକୁ ମିଳିଛି। ଜାନୁଆରୀ ୨ ତାରିଖରେ ସେନସେକ୍ସ ୮୫୭୬୨.୦୧ରେ ବନ୍ଦ ହୋଇଥିଲା। ଆଜି ଅର୍ଥାତ୍ ଜାନୁଆରୀ ୮ରେ ଏହା ୧୬୦୦ ପଏଣ୍ଟ…

ବରୁଣ ଧୱନଙ୍କୁ ଟ୍ରୋଲ୍ କଲେ ୟୁଜର୍ସ, ଚିହିଁକିଲେ ‘ବର୍ଡର ୨’ରେ ପ୍ରଡ୍ୟୁସର୍  

ମୁମ୍ବାଇ: ବଲିଉଡ ଅଭିନେତା ବରୁଣ ଧୱନ ତାଙ୍କର ଆଗାମୀ ଫିଲ୍ମ "ବର୍ଡର ୨" ରେ ମେଜର ହୋସିଆର ସିଂହ ଦହିଆ ଭୂମିକାରେ ଅଭିନୟ କରିଛନ୍ତି। ତେବେ ଏହି ଫିଲ୍ମର ଟିଜର ଏବଂ ପ୍ରଥମ ଗୀତ "ଘର କବ ଆଓଗେ" ରିଲିଜ୍ ହେବା ପରଠାରୁ ଲୋକମାନେ ତାଙ୍କ ଅଭିନୟକୁ ନେଇ ସୋସିଆଲ ମିଡିଆରେ ଲଗାତାର ଟ୍ରୋଲ୍ କରି…

Jaundice In Khordha: ଏଥିପାଇଁ ନବୋଦୟ ସ୍କୁଲରେ ବ୍ୟାପିଲା ଜଣ୍ଡିସ୍‌;ଆସିଲା ଜିଲ୍ଲା ଜନସ୍ବାସ୍ଥ୍ୟ ବିଭାଗର ରିପୋର୍ଟ

ଭୁବନେଶ୍ୱର: ଖୋର୍ଦ୍ଧା ନବୋଦୟ ବିଦ୍ୟାଳୟରେ ଜଣ୍ଡିସ୍ ସ୍ଥିତି ଅଣାୟତ୍ତ ପରେ ପିଲାମାନଙ୍କୁ ଘରକୁ ନେଇଯାଇଛନ୍ତି ଅଭିଭାବକ । ତେବେ ଏହି ଜଣ୍ଡିସ୍‌ର କାରଣ ଜଣା ପଡିଛି । ସ୍କୁଲ ପରିସର ୨ଟି ସ୍ଥାନର ପାଣି ନମୁନା ପଜିଟିଭ ଆସିଛି । ଗୋଟିଏ ରୋଷେଇ ଘର ଏବଂ ଅନ୍ୟଟି ଓଭର ହେଡ୍‌ ଟାଙ୍କି ପାଣି ।…

ଲିଷ୍ଟ ଏ କ୍ରିକେଟରେ ବିଶ୍ୱ ରେକର୍ଡ ସ୍ଥାପନ କଲେ ରିତୁରାଜ

ନୂଆଦିଲ୍ଲୀ: ରିତୁରାଜ ଗାଏକ୍ୱାଡ ଲିଷ୍ଟ ଏ କ୍ରିକେଟରେ ବିଶ୍ୱରେକର୍ଡ ସ୍ଥାପନ କରିଛନ୍ତି । ବିଜୟ ହଜାରେ ଟ୍ରଫିରେ ସେ ଗୋଆ ବିପକ୍ଷରେ ୧୩୪ ରନର ଇନିଂସ ଖେଳିଥିଲେ । ଲିଷ୍ଟ ଏ କ୍ରିକେଟରେ ଏହା ତାଙ୍କର ୨୦ତମ ଶତକ । ଲିଷ୍ଟ ଏ କ୍ରିକେଟରେ ୫୦ ଇନିଂସରୁ ଅଧିକ ଖେଳିଥିବା ଖେଳାଳିଙ୍କ ମଧ୍ୟରେ ସେ…

pollution certificate: ‘ସାର୍ଟିଫିକେଟ ନାହିଁ ତ ତେଲ ନାହିଁ,ଏହି ନିଷ୍ପତ୍ତି ପ୍ରତ୍ୟାହାର ନକଲେ ଆନ୍ଦୋଳନକୁ…

ଭୁବନେଶ୍ୱର: ରାଜ୍ୟରେ ଯାନବାହାନର ପଲ୍ୟୁସନ ସାର୍ଟିଫିକେଟକୁ ନେଇ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି, ଯାହାକୁ ନେଇ ସମଗ୍ର ରାଜ୍ୟବାସୀ ଦହଗଞ୍ଜର ଶିକାର ହେଉଛନ୍ତି । ଏହାକୁ ତୁରନ୍ତ ପ୍ରତ୍ୟାହାର ଦାବିରେ ଆଜି ବିଜୁ ଯୁବ ଓ ଛାତ୍ର ଜନତା ଦଳ ଭୁବନେଶ୍ୱରର ଆରଟିଓ-୧ ଅଫିସ ସମ୍ମୁଖରେ ଏକ…

ଲାଞ୍ଚ ନେଇ ଫସିଲେ ଆରଆଇ

ଭୁବନେଶ୍ୱର: ସୁରେନ୍ଦ୍ର କୁମାର ଦାଶ ନାମକ ଜଣେ ରାଜସ୍ୱ ନିରୀକ୍ଷକ (ଆରଆଇ)ଙ୍କୁ ଗୁରୁବାର ଦିନ ଓଡିଶା ଭିଜିଲାନ୍ସ ଅଧିକାରୀମାନେ ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛନ୍ତି। ଏହି ଘଟଣା ଅନୁଗୁଳର ବୋଲି ଜଣାପଡ଼ିଛି। ସେ ଜମିର ସୀମା ନିର୍ଦ୍ଧାରଣ କରିବା ପାଇଁ ୬୦୦୦ ଟଙ୍କା ଲାଞ୍ଚ ଦାବି…

Odisha receive bomb threat: ବୋମା ଧମକର ବିଧିବଦ୍ଧ ତଦନ୍ତ ଦାବି କଲା ହାଇକୋର୍ଟ ବାର ଆସୋସିଏସନ

କଟକ:ହାଇକୋର୍ଟ ବାର ଆସୋସିଏସନ ବୋମା ଧମକର ବିଧିବଦ୍ଧ ତଦନ୍ତ ଦାବି କରିଛନ୍ତି । ଯେଉଁମାନେ ଏପରି ହୀନ କାର୍ଯ୍ୟରେ ସମ୍ପୃକ୍ତ ତାଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ବାର୍ ତରଫରୁ ଦାବି ହୋଇଛି । ଜଜ, ଓକିଲ ଏବଂ ମହକିଲଙ୍କ ସୁରକ୍ଷାକୁ ନଜରରେ ରଖି କିଛି ବଳିଷ୍ଠ ପଦକ୍ଷେପ ନିଆଯାଉ…