ବଲିଉଡ ଅଭିନେତ୍ରୀ କଙ୍ଗନା ରଣାଓ୍ୱତଙ୍କ ସହ ଲଢିବେ ବିକ୍ରମାଦିତ୍ୟ ସିଂହ
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପାଇଁ ଦେଶର କୋଣ ଅନୁକୋଣରେ ପ୍ରଚାର ଆରମ୍ଭ କରୁଛି ବିଜେପି । ବଲିଉଡର ବିବାଦୀୟ ଅଭିନେତ୍ରୀ କଙ୍ଗନା ରଣାଓ୍ବତଙ୍କୁ ମଣ୍ଡିରୁ ଟିକେଟ୍ ଦେଇଛି ବିଜେପି। ବଲିଉଡ ଅଭିନେତ୍ରୀ କଙ୍ଗନା ରଣାଓ୍ୱତଙ୍କୁ ଟକ୍କର ଦେବେ କଂଗ୍ରେସର ବିକ୍ରମାଦିତ୍ୟ ସିଂହ। ମଣ୍ଡି ଲୋକସଭା…