ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ
କଟକ: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ । ଫୁସଫୁସ୍ ଜନିତ ସମସ୍ୟାରେ ପୀଡ଼ିତ ଥାଇ କିଛି ଦିନ ହେବ ସେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା ।
ସେ ଭୋଗରାଇର ପୂର୍ବତନ ବିଧାୟିକା ତଥା ପୂର୍ବତନ ଥିଲେ ।…