ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ମିଳିଲା ୭୧ ଲକ୍ଷ ସହାୟତା ରାଶି
ଭୁବନେଶ୍ୱର: ବାତ୍ୟା ‘ଦାନା’ ରେ କ୍ଷତିଗ୍ରସ୍ତଙ୍କ ସହାୟତା ଓ ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟ ପାଇଁ ଆଜି ଲୋକସେବା ଭବନ ଠାରେ ବିଭିନ୍ନ ସଂସ୍ଥା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ କରିଛନ୍ତି। ସମୁଦାୟ ୬ଟି ସଂସ୍ଥା ପକ୍ଷରୁ ୭୧ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି।…