ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
ପୁରୀ: ଆଜି ଚୈତ୍ର ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥି । ଏହି ତିଥିରେ ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି କରାଯିବ । ଏନେଇ ୪ ଘଣ୍ଟା ସନ୍ଧ୍ୟା ୬ରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପକ୍ଷରୁ ସୂଚନା ଦିଆଯାଇଛି ।
ଏହା ମହାପ୍ରଭୁଙ୍କ ଏକ ଗୁପ୍ତନୀତି । ଏହି ସମୟ…