ରାଜ୍ୟର ୪୭ଟି ଆଇଟିଆଇ ହେବ ସେଣ୍ଟର ଅଫ୍ ଏକ୍ସେଲେନସ, ୯ଟି ଆଇଟିଆଇରେ ହେବ AI ଲ୍ୟାବ୍: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ଓଡିଶା ଦକ୍ଷତା ପ୍ରତିଯୋଗିତା ୨୦୨୫-୨୬ର ସମାପନୀ ସମାରୋହ ଅନୁଷ୍ଠିତ ହୋଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦକ୍ଷ ଓ ଯୁବ କୁଶଳୀ ଛାତ୍ରଛାତ୍ରୀ ମାନଙ୍କୁ କହିଛନ୍ତି ଯେ, ଓଡିଶାରେ ଏବେ ବ୍ୟାପକ ଶିଳ୍ପାୟନ ପ୍ରକ୍ରିୟା ଆରମ୍ଭ ହୋଇଛି ।…