କଟକରେ ପୁରୁଣା କୋଠା ଭୁଶୁଡ଼ି ୩ମୃତ
କଟକ:କଟକ ମଣିସାହୁ ଛକରେ ଶନିବାର ସନ୍ଧ୍ୟାରେ ଏକ ବଡ଼ ଅଘଟଣ ଘଟିଛି। କୋଠା ଭୁଶୁଡ଼ି ୩ଜଣଙ୍କ ମୃତ୍ୟୁ ଘଟିଛି। ମଣିସାହୁ ଛକ ନିକଟରେ ଥିବା ହାଡ଼ିବନ୍ଧୁ ସ୍କୁଲ ନିକଟରେ ପୁରୁଣା କୋଠା ଭୁଶୁଡ଼ିବାରୁ ବସ୍ତିରେ ରହୁଥିବା ୩ ଜଣଙ୍କର ମୃତ୍ୟୁ ଘଟିଛି।
କମିସନରେଟ୍ ପୋଲିସ କହିଛି ଯେ,…