ଲୋକସଭା ନିର୍ବାଚନରେ ମତଦାନ ହାର ବୃଦ୍ଧି ପାଇଁ ନିର୍ବାଚନ ଆୟୋଗଙ୍କ ପ୍ରୟାସ
ନୂଆଦିଲ୍ଲୀ: କମ୍ ମତଦାନ ହାର ରହିଥିବା ୧୧ଟି ରାଜ୍ୟର ନିର୍ଦ୍ଦିଷ୍ଟ ସହରାଞ୍ଚଳ ମହାନଗର ନିଗମ ଆୟୁକ୍ତ ଏବଂ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ସହ ନିର୍ବାଚନ ଆୟୋଗ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ । ମତଦାନ ହାର ବୃଦ୍ଧି ପାଇଁ ପ୍ରଥମ ଥର ପାଇଁ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଏଭଳି ଏକ ପ୍ରୟାସ…