ମାଓ କ୍ୟାମ୍ପ ଠାବ ସହ ବିପୁଳ ପରିମାଣର ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ
ମାଲକାନଗିରି: ମାଲକାନଗିରିରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । ଓଡ଼ିଶା-ଆନ୍ଧ୍ର ସୀମା କାଲିମେଳାର ଦୟାଲତୁଙ୍ଗ ଗାଁ ନିକଟ ଜଙ୍ଗଲରୁ ମାଓ କ୍ୟାମ୍ପ୍ ଠାବ ସହ ବିପୁଳ ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ କରିଛନ୍ତି ଡିଭିଏଫ୍ ଯବାନ ।
ଜବତ ମାଓ ସାମଗ୍ରୀ ଭିତରେ ୧୯୦ଟି ଜିଲେଟିନ୍ ଷ୍ଟିକ୍,…