ପାଟ୍ରୋଲିଂ ସମୟରେ ବିପୁଳ ବେଆଇନ ବାଣ ଜବତ କଲା ଜଟଣୀ ପୋଲିସ୍
ଭୁବନେଶ୍ୱର: ଜଟଣୀ ଅନ୍ତର୍ଗତ ଚର୍ଚ୍ଚ ପଡିଆ ମାର୍କେଟ କମ୍ପ୍ଲେକ୍ସ ନିକଟରୁ ଆଜି ଜବତ ହୋଇଛି ବିପୁଳ ପରିମାଣର ବେଆଇନ ବାଣ। ପାଟ୍ରୋଲିଂ ସମୟରେ ଜବତ କରିଛି ଜଟଣୀ ପୋଲିସ ଟିମ୍ । ସୂଚନା ଅନୁଯାୟୀ, ଥାନାଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ସମ୍ପୃକ୍ତ ଥାନାର ଏକ ପାଟ୍ରୋଲିଂ ଟିମ ରାତ୍ରିକାଳୀନ…