ନିର୍ବାଚନ କାର୍ଯ୍ୟରେ ନିୟୋଜିତ ସରକାରୀ କର୍ମଚାରୀଙ୍କୁ ମିଳିବ ଗୋଟିଏ ଦିନ ସ୍ୱତନ୍ତ୍ର ଛୁଟି
ଭୁବନେଶ୍ୱର: ରାଜ୍ୟରେ ଚଳିତ ଲୋକସଭା ଓ ବିଧାନସଭା ନିର୍ବାଚନ କାର୍ଯ୍ୟରେ ନିୟୋଜିତ ସରକାରୀ କର୍ମଚାରୀଙ୍କୁ ଗୋଟିଏ ଦିନ ସ୍ୱତନ୍ତ୍ର ସାମୟିକ ଛୁଟି ମଞ୍ଜୁର କରିଛନ୍ତି ରାଜ୍ୟ ସରକାର । ଏହାସହିତ ନିଜ ହେଡକ୍ୱାର୍ଟର ଠାରୁ ଦୂର ସ୍ଥାନରେ ଭୋଟ୍ ଦେବାକୁ ଯାଉଥିବା ସରକାରୀ କର୍ମଚାରୀଙ୍କୁ ୨ ଦିନ…