ନବୀନ ଓଡ଼ିଶା ମ୍ୟାଜିକ୍ କାର୍ଡକୁ ନେଇ ମତାମତ ଲୋଡ଼ିଲେ ପାଣ୍ଡିଆନ୍
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ନବୀନ ଓଡ଼ିଶା ମ୍ୟାଜିକ୍ କାର୍ଡ ଯୋଜନାରେ ଛାତ୍ରଛାତ୍ରୀଙ୍କ ମତାମତ ଲୋଡ଼ିଛନ୍ତି ୫ଟି ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭିକେ ପାଣ୍ଡିଆନ।
ଏକ ଇନଷ୍ଟାଗ୍ରାମ ପୋଷ୍ଟ ମାଧ୍ୟମରେ ପାଣ୍ଡିଆନ ଛାତ୍ରଛାତ୍ରୀଙ୍କୁ ଏହି ଯୋଜନା ପାଇଁ ସେମାନଙ୍କର…