Latest Odisha News

BREAKING NEWS

ରାଜଧାନୀରେ ବାଘ ଆତଙ୍କ, ବିମାନବନ୍ଦର ନିକଟରେ ମିଳିଲା ପାଦ ଚିହ୍ନ

ଭୁବନେଶ୍ୱର: ଭୁବନେଶ୍ୱର ବିମାନ ବନ୍ଦର ନିକଟରେ ବାଘ ଆତଙ୍କ । ଆଜି ସକାଳ ପ୍ରାୟ ୯ ଟା ୨୯ ମିନିଟ ବେଳକୁ ଭୁବନେଶ୍ୱର ବିମାନବନ୍ଦର ଡ୍ରଂପିଙ୍ଗୟାର୍ଡ ନିକଟରେ ଏକ ଭାଗ ବୁଲୁଥିବାର ସେଠି କାମ କରୁଥିବା କିଛି ଲୋକ ଦେଖିବାକୁ ପାଇଥିଲେ। ସ୍ଥାନୀୟ ଅଞ୍ଚଳରେ ଏହା ପରେ ଭୟର ବାତାବରଣ ସୃଷ୍ଟି…

ଆଇପିଏଲ ୨୦୨୪ ଖେଳିବା ନେଇ ସୂଚନା ଦେଲେ ଧୋନୀ

ଚେନ୍ନାଇ: ଟିମ ଇଣ୍ଡିଆର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଚଳିତ ବର୍ଷ ହେବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗରେ ଖେଳିବା ନେଇ ସୂଚନା ଦେଇଛନ୍ତି । ସେ ଏକ ସାକ୍ଷାତକାରରେ କହିଛନ୍ତି ଯେ, ମୁଁ ଆଉ କିଛି ବର୍ଷ କ୍ରିକେଟକୁ ଉପଭୋଗ କରିବାକୁ ଚାହୁଁଛି । ଚେନ୍ନାଇ ସୁପର କିଙ୍ଗସକୁ ଧୋନୀ ଏ…

ଓଡି଼ଶାର ୬ ଜିଲ୍ଲାରେ ବନ୍ଦ ରହିଛି ବିଦ୍ୟାଳୟ

ଭୁବନେଶ୍ୱର: ବାତ୍ୟା 'ଦାନା' ଯୋଗୁ ରାଜ୍ଯର ୬ଟି ଜିଲ୍ଲାରେ ବିଦ୍ୟାଳୟ ଛୁଟିକୁ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି ପ୍ରଶାସନ। ଖରାପ ପାଗ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦ୍ରାପଡା ଏବଂ କେନ୍ଦୁଝର ଜିଲ୍ଲାରେ ବିଦ୍ୟାଳୟଗୁଡ଼ିକୁ ବନ୍ଦ ରଖିବାକୁ ପ୍ରଶାସନ ନିଷ୍ପତ୍ତି…

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ନନ୍ଦନକାନନ

ଭୁବନେଶ୍ୱର: ସ୍ଵାଭାବିକ ହେଲା ନନ୍ଦନକାନନ ବୁଲା। ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ନନ୍ଦନକାନନ। ବାତ୍ୟା ଦାନା ପାଇଁ ଗତ ୨୪, ୨୫ ଦୁଇଦିନ ନନ୍ଦନକାନନ କର୍ତ୍ତୁପକ୍ଷଙ୍କ ପକ୍ଷରୁ ପର୍ଯ୍ୟଟକଙ୍କୁ ବାରଣ କରାଯାଇଥିଲା। ଉଭୟ ଜୀବଜନ୍ତୁ ଓ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି…

ଦାନା ପ୍ରଭାବରେ ଲଗାଣ ବର୍ଷା: ବେହାଲ ହେଲାଣି ପରିସ୍ଥିତି

ଭୁବନେଶ୍ୱର: ବାତ୍ୟା ଦାନା ପ୍ରଭାବରେ ଏବେ ଡରାଇଲେଣି ରାଜ୍ୟର ପ୍ରମୁଖ ନଦୀ। ଲଗାଣ ବର୍ଷାରେ ଏବେ ପୂରି ଉଠିଲାଣି ନଦୀ ନାଳ। ଏମିତିକି ରାସ୍ତାରେ ଚାଲିଲାଣି ଆଣ୍ଠୁଏ ପାଣି। ବାତ୍ୟା କିଛି ମାତ୍ର ତଳିଥିବ ବେଳେ ଏବେ ଦାଉ ସାଧୁଛି ବର୍ଷା।ଗୋଟେ ପଟେ ବର୍ଷା ପାଣି ଅନେକ ଲୋକଙ୍କ ଘରେ ପଶିଥିବା…

ବର୍ଡର-ଗାଭାସ୍କର ଟ୍ରଫି ପାଇଁ ଘୋଷଣା ହେଲା ଭାରତୀୟ ଦଳ

ନୂଆଦିଲ୍ଲୀ: ଆଗାମୀ ଅଷ୍ଟ୍ରେଲିଆ ବିପକ୍ଷ ବର୍ଡର-ଗାଭାସ୍କର ଟ୍ରଫି ଟେଷ୍ଟ ସିରିଜ ପାଇଁ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳର ଘୋଷଣା କରାଯାଇଛି । ୫ ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଦଳରେ ୧୮ଜଣ ଖେଳାଳିଙ୍କୁ ସାମିଲ କରାଯାଇଛି । କୁଲଦୀପ ଯାଦବଙ୍କ ବିଶ୍ରାମ ଦିଆଯାଇଥିବା ବେଳେ ୱାଶିଂଟନ…

ବଞ୍ଚେଇ ଦେଲା ହେନ୍ତାଳ ବଣ

କେନ୍ଦ୍ରାପଡା: ବଡ଼ ବାତ୍ୟା ଏଡାଇଲା ହେନ୍ତାଳ ବଣ । ହେନ୍ତାଳ ଗଛ ପାଇଁ କମିଲା ବାତ୍ୟା କ୍ଷୟକ୍ଷତି। କିଛି ଏମିତି କହିଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ। ତେବେ ବାତ୍ୟା ଦାନା ଭୀଷଣ ରୂପ ନେଇଆସୁଥିବା ପୂର୍ବରୁ ଆକଳନ କରାଯାଇଥିଲେ ମଧ୍ୟ ଭିତରକନିକା ହବାଳିଖଟିରେ ମାଡ଼ ହେବ ପରେ…

ନ୍ୟୁଜିଲାଣ୍ଡ ୨୫୫ ରନରେ ଅଲଆଉଟ, ଭାରତ ସମ୍ମୁଖରେ ୩୫୯ ରନର ଟାର୍ଗେଟ

ପୁଣେ: ନ୍ୟୁଜିଲାଣ୍ଡ କ୍ରିକେଟ ଟିମ ଏଠାରେ ଅନୁଷ୍ଠିତ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଭାରତ ସମ୍ମୁଖରେ ୩୫୯ ରନର ଟାର୍ଗେଟ ରଖିଛି । ନ୍ୟୁଜିଲାଣ୍ଡ ଦ୍ୱିତୀୟ ଇନିଂସରେ ୨୫୫ ରନ କରି ଅଲଆଉଟ ହୋଇ ଯାଇଥିଲଶ । ପୂର୍ବରୁ ଭ୍ରମଣକାରୀ ଟିମ ପ୍ରଥମ ଇନିଂସରେ ୨୫୯ ରନ କରିଥିଲା । ଏହାର ଜବାବରେ ଟିମ…

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ମୋହନଙ୍କ ପରେ ଆଉ ଜଣେ ଓଡିଆଙ୍କୁ ଗୁରୁ ଦାୟିତ୍ବ

ଭୁବନେଶ୍ୱର: ଝାଡ଼ଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି ଭାରତୀୟ ଜନତା ପାର୍ଟି (ବିଜେପି) । ଶୁକ୍ରବାର ଜାରି କରିଥିବା ଷ୍ଟାର ପ୍ରଚାରକ ତାଲିକାରେ ୪୦ ଜଣଙ୍କୁ ରଖିଛି ଦଳ । ଏହି ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ…

ବିନା ଅନୁମତିରେ ୟୁଜିସିର ଲୋଗୋ ବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ 

ନୂଆଦିଲ୍ଲୀ: ୟୁଜିସିର ଲୋଗୋ ବ୍ୟବହାର କରୁଛନ୍ତି କି? ସାବଧାନ ହୋଇଯାଆନ୍ତୁ। ଏଥିପାଇଁ ୟୁଜିସି ଆଣିଛି କଡ଼ା ନିୟମ। ଯଦି କୌଣସି ବ୍ୟକ୍ତିବିଶେଷ କିମ୍ବା ଶିକ୍ଷାନୁଷ୍ଠାନ ବିନା ୟୁଜିସି ଅନୁମତିରେ ତାହାର ଲୋଗୋକୁ ବ୍ୟବହାର କରନ୍ତି, ତାହେଲେ ଏନେଇ ବିଶ୍ଵବିଦ୍ୟାଳୟ ଅନୁଦାନ ଆୟୋଗ ବା ୟୁଜିସି…