ଆଜିଠୁ ସାରା ରାଜ୍ୟରେ ସକାଳୁଆ ସ୍କୁଲ, ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
ଭୁବନେଶ୍ବର: ରାଜ୍ୟରେ ବଢ଼ୁଥିବା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ସକାଳୁଆ ସ୍କୁଲ । ସକାଳ ୭ ଟାରୁ ୧୧ ଟା ୩୦ ପର୍ଯ୍ୟନ୍ତ ସ୍କୁଲ ଚାଲିବ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଆଜିଠାରୁ ରାଜ୍ୟର ସମସ୍ତ ସ୍କୁଲରେ ଏହି ନିୟମ କାର୍ଯ୍ୟକାରୀ…