ଶିଶୁ ଗଳ୍ପ : ପ୍ରକୃତ ବନ୍ଧୁ
ପ୍ରତିଭା ସାହୁ
ଘଞ୍ଚ ଜଙ୍ଗଲ ମଧ୍ୟ ଦେଇ ନଈଟିଏ ବହିଯାଉଛି।ସେ ନଈରୁ ଜଙ୍ଗଲର ପଶୁ ପକ୍ଷୀ ସବୁ ପାଣି ପିଇଥାନ୍ତି । ନଈରେ ଅନେକ କଇଁଛ ଥାଆନ୍ତି । କଇଁଛର ଦଳପତି ପାଣିର ଯେଉଁ ଆଡକୁ ଯାଆନ୍ତି ଅନ୍ୟ କଇଁଛ ସବୁ ତାଙ୍କ କଥା ମାନି ସେ ଆଡେ ଯାଇଥାନ୍ତି ।
ଦଳପତି କଇଁଛ ଦିନେ ନ୍ଈପଠା ବାଲିରେ…