‘ରାଜ୍ୟ ଷ୍ଟିୟରିଂ କମିଟି’ ବୈଠକ, ଭିନ୍ନକ୍ଷମ ମତଦାତାଙ୍କ ଅଂଶଗ୍ରହଣ ବୃଦ୍ଧି ନିମନ୍ତେ ସ୍ୱତନ୍ତ୍ର ବ୍ୟବସ୍ଥା
ଭୁବନେଶ୍ୱର: ଦେଶରେ ଆସନ୍ତା ସାଧାରଣ ନିର୍ବାଚନ-୨୦୨୪କୁ ଏକ ସମ୍ମିଳିତ ମତଦାନର ପର୍ବ ରୂପେ ପାଳନ କରିବା ପାଇଁ ଭାରତ ନିର୍ବାଚନ କମିଶନଙ୍କ ପକ୍ଷରୁ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଉଛି । ସେହି କ୍ରମରେ ଓଡ଼ିଶାରେ ନିର୍ବାଚନ ପ୍ରକ୍ରିୟାରେ ସବୁବର୍ଗର ମତାଦାତାଙ୍କୁ ଯେଭଳି ଭାବରେ ସାମିଲ…