୨୦ ଟଙ୍କା ପାଇଁ ଝିଅକୁ ମାରିଦେଲା ସାବତ ମା’
ଭୁବନେଶ୍ୱର: ନୟାଗଡ଼ ଜିଲ୍ଲା ଫତେଗଡ ଥାନା ଅନ୍ତର୍ଗତ ପୋଡାସାହି ଗ୍ରାମରେ ୨୦ ଟଙ୍କାର ଦହି ବରା ଖାଇଦେବାରୁ ଜଣେ ନାବାଳିକା ଝିଅକୁ ପିଟିପିଟି ହତ୍ୟା କରିଛି ସାବତ ମା'। ପୋଲିସ ଏହି ଘଟଣାରେ ଗୁରୁବାର ମହିଳାଙ୍କୁ ଅଟକ ରଖିଛି।
ମୃତକ ଜଣକ ନବମ ଶ୍ରେଣୀର ଛାତ୍ରୀ ତୁଳସୀ (୧୪) ବୋଲି…