ଏପ୍ରିଲ୍ ୪ ରୁ ଜେଇଇ ମେନ୍ ପର୍ଯ୍ୟାୟ-୨ ପରୀକ୍ଷା ଆରମ୍ଭ
ନୂଆଦିଲ୍ଲୀ: ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ ମେନ୍) ୨୦୨୪ ପର୍ଯ୍ୟାୟ-୨ ପରୀକ୍ଷା ଏପ୍ରିଲ ୪ ରୁ ଆରମ୍ଭ ହେବ । ଏଥିପାଇଁ ଦଶର ୩୧୯ ଟି ସହର ଏବଂ ଦେଶ ବାହାରର ୨୨ଟି ସହରରେ ପରୀକ୍ଷା କେନ୍ଦ୍ର କରାଯାଇଛି । ଏନେଇ ଜାତୀୟ ପରୀକ୍ଷା ଏଜେନ୍ସି ଦ୍ୱାରା ଜାରି କରାଯାଇଥିବା ଓ୍ବେବସାଇଟରେ…