Latest Odisha News

BREAKING NEWS

ବିଜେଡ଼ି ଟିକେଟ ଘୋଷଣା ପରେ ଜଗା ଦର୍ଶନ ସହ ଆଶୀର୍ବାଦ ନେଲେ ପ୍ରଣବ ପ୍ରକାଶ ଓ ସଞ୍ଜୟ ଦାସବର୍ମା

ପୁରୀ: ନିର୍ବାଚନ ପାଇଁ ବିଜେଡି ପ୍ରଥମ ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଚଳିତ ବର୍ଷ ବିଜେଡିର ବରିଷ୍ଠ ନେତା ସଞ୍ଜୟ ଦାସବର୍ମା ପୁରୀ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଆଶିଷ ଲାଭ କରିଛନ୍ତି । ସେ ସତ୍ୟବାଦୀ ନିର୍ବାଚନ ମଣ୍ଡଳୀରୁ ବିଜେଡ଼ି ପ୍ରାର୍ଥୀ ଭାବେ…

ରୋହିତଙ୍କ ପାଖକୁ ଫେରିବ କି ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ଦାୟିତ୍ୱ

ମୁମ୍ବାଇ: ୫ ଥର ଆଇପିଏଲ ଟାଇଟଲ ହାସଲ କରିଥିବା ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ଏଥର ସେତେଟା ଉତ୍ସାହଜନକ ରହି ନାହିଁ । ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ମୁମ୍ବାଇ ତାର ପ୍ରଥମ ୨ଟି ମ୍ୟାଚରେ ପରାଜିତ ହୋଇଛି । ରୋହିତଙ୍କୁ ଅଧିନାୟକ ପଦରୁ ହଟେଇବା ପରେ ମୁମ୍ବାଇ ଟିମ ଏକ ପ୍ରକାର ଦୁଇ…

ଏମାନଙ୍କର ଟିକେଟ୍ କାଟିଲା ବିଜେଡି ?

ଭୁବନେଶ୍ନର: ଲୋକସଭା ପାଇଁ ୧୫ ଯୋଦ୍ଧା ଘୋଷଣା କରିଛି ବିଜେଡି । ୨୩ ଜିଲ୍ଲାର ୭୨ ବିଧାୟକ ପ୍ରାର୍ଥୀ ତାଲିକା ଜାରି ହୋଇଛି । କଟିଲା ଆସିକା ଓ ଢେଙ୍କାନାଳ ସାଂସଦଙ୍କ ଟିକେଟ । ଢେଙ୍କାନାଳରୁ ମହେଶ ସାହୁଙ୍କୁ ପ୍ରାର୍ଥୀ କରିନି ଦଳ । ତାଙ୍କ ସ୍ଥାନରେ ନବାଗତ ଅବିନାଶ ସାମଲଙ୍କୁ ଲୋକସଭା ଟିକେଟ…

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଭିନ୍ୟୁ ସୁପରଭାଇଜର ଓ ଅବସରପ୍ରାପ୍ତ ଅମୀନ ଗିରଫ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଜଗତସିଂହପୁରର ଜମି ଅଧିଗ୍ରହଣ ଅଧିକାରୀଙ୍କ ଅଫିସର ରେଭିନ୍ୟୁ ସୁପରଭାଇଜର ଗଣେଶ ମଲ୍ଲିକ। ତାଙ୍କ ସହିତ କ୍ଷୀରୋଦ ରଥ ନାମକ ଜଣେ ବ୍ୟକ୍ତି ଧରାପଡ଼ିଛନ୍ତି। କ୍ଷୀରୋଦ ଜଣେ ବରିଷ୍ଠ ଅମୀନ, ଯିଏ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇ ସାରିଛନ୍ତି। ୪୦୦୦ ଟଙ୍କା ଲାଞ୍ଚ…

ଶିବସେନାରେ ସାମିଲ ହେଲେ ଗୋବିନ୍ଦା; କହିଲେ, ‘ବନବାସ ସାରି ରାମ ରାଜ୍ୟକୁ ଫେରିଲି’

ମୁମ୍ବାଇ: ଶିବସେନାରେ ସାମିଲ ହେଲେ ବିଲଉଡ ଅଭିନେତା ଗୋବିନ୍ଦା । ଆଜି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଉପସ୍ଥିତିରେ ସେ ଶିବସେନାରେ ଯୋଗ ଦେଇଛନ୍ତି । ଗୋବିନ୍ଦାଙ୍କୁ ଶିବସେନାରୁ ଟିକେଟ ମିଳିପାରେ ବୋଲି ଚର୍ଚ୍ଚା ହେଉଛି । ଏହା ପୂର୍ବରୁ ବୁଧବାର ଗୋବିନ୍ଦା ଶିନ୍ଦେ କ୍ୟାମ୍ପ…

‘ମୁଁ ମୋ ନିଜ ବିପକ୍ଷରେ ପ୍ରତିଦ୍ୱନ୍ଦିତା କରୁଛି, ଆଉ କାହାକୁ ଗୁରୁତ୍ୱ ଦେଉନାହିଁ’

ପୁରୀ: ବିଜେପିରୁ ପୁଣି ଲୋକସଭା ପ୍ରାର୍ଥୀ ଭାବେ ଅପରାଜିତା ଷଡ଼ଙ୍ଗୀ ନିର୍ବାଚନ ଲଢ଼ିବେ । ଏନେଇ ବିଜେପି ଘୋଷଣା କରିବାପରେ ନିର୍ବାଚନ ଯୁଦ୍ଧକୁ ଓହ୍ଲାଇବ ପୁର୍ବରୁ ମହାପ୍ରଭୁଙ୍କ ଆଶୀର୍ବାଦ ଲୋଡିଛନ୍ତି ଅପରାଜିତା ଷଡ଼ଙ୍ଗୀ । ଆଜି ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି…

‘ନବୀନଙ୍କ ନାଁ ବିନା ଭର୍ତ୍ତୃହରି ଓ ସିଦ୍ଧାନ୍ତ ୱାର୍ଡମେମ୍ବର ଜିତିବାର କ୍ଷମତା ନାହିଁ’

ଭୁବନେଶ୍ବର: ଆଜି ବିଜେପି ରେ ଯୋଗଦେଇଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ, ପୂର୍ବତ୍ତନ ଲୋକସଭା ସାସଂଦ ସିଦ୍ଧାନ୍ତ ମହାପାତ୍ର ଏବଂ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା । ବିଜେଡିର ଦୁଇ ହେଭିଓ୍ବେଟ୍ ନେତା ବିଜେପିରେ ସାମିଲ ହେବା ପରେ ଏନେଇ ପ୍ରତିକ୍ରିୟା ରଖିଛି ବିଜେଡି । ବିଜେଡି ସାମସଦ…

ଲାଓସରେ ଫସିଛନ୍ତି ୧୭ ଓଡ଼ିଆ ଶ୍ରମିକ, ଉଦ୍ଧାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

ଭୁବନେଶ୍ବର: ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଲାଓସରେ ଫସିଥିବା ୧୭ ଜଣ ଓଡ଼ିଆ ଶ୍ରମିକଙ୍କୁ ଉଦ୍ଧାର କରି ସୁରକ୍ଷିତ ଭାରତ ଫେରାଇ ଆଣିବା ପାଇଁ ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଏକ ଚିଠି ଲେଖି ନିବେଦନ କରିଛନ୍ତି। ଏଠାରେ ସୂଚନାଯୋଗ୍ୟ ଯେ…

ବିଜେପିରେ ସାମିଲ ହେଲେ ଭର୍ତ୍ତୃହରି, ସିଦ୍ଧାନ୍ତ ଓ ଦମୟନ୍ତୀ

ଭୁବନେଶ୍ବର: ନିର୍ବାଚନ ଯେତିକି ପାଖଉଛି ନେତାଙ୍କ ଦଳ ଡିଆଁ ପର୍ବ ଜାରି ରହିଛି ।ଏହି କ୍ରମେର ବିଜେପିରେ ସାମିଲ ହେଲେ ହେଭିଓ୍ବେଟ୍ ନେତା । ଆଜି ପଦ୍ମ ଧରିଲେ କଟକ ସାଂସଦ ଭର୍ତ୍ତୁହରି ମହତାବ, ବିଜେଡିରୁ ୨ ଥର ସାଂସଦ ଥିବା ସିଦ୍ଧାନ୍ତ ମହାପାତ୍ର ଓ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା । ଆଜି…

‘ଏପ୍ରିଲ ପ୍ରଥମ ସପ୍ତାହରେ ଘୋଷଣା ହେବ କଂଗ୍ରେସ ଟିକେଟ୍‌’

ଭୁବନେଶ୍ୱର: ନିର୍ବାଚନ ପାଇଁ ସାମ୍ନାକୁ ଆସୁଛି ପ୍ରାର୍ଥୀ ତାଲିକା । ବିଜେପି ଓ ବିଜେଡି ପର୍ଯ୍ୟାୟ କ୍ରମେ ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିଥିବାବେଳେ, କିନ୍ତୁ ପଛରେ ପଡ଼ିଯାଇଛି କଂଗ୍ରେସ । କଂଗ୍ରେସ କେବେ ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିବ ବୋଲି ଚର୍ଚ୍ଚା ହେଉଥିବାବେଳେ, ଏହାରି…