ଏପ୍ରିଲରେ ୧୪ ଦିନ ବନ୍ଦ ରହିବ ବ୍ୟାଙ୍କ, ଜାଣନ୍ତୁ କେଉଁ କେଉଁ ଦିନ ରହିବ ଛୁଟି
ନୂଆଦିଲ୍ଲୀ: ଏପ୍ରିଲ ୧ରୁ ଆରମ୍ଭ ହେବାକୁ ଯାଇଛି ନୂତନ ଆର୍ଥିକ ବର୍ଷ ୨୦୨୪-୨୫ । ଏହାରି ଭିତରେ ଭାରତୀୟ ରିଜର୍ଭ ବ୍ୟାଙ୍କ ଏପ୍ରିଲ ମାସର ବ୍ୟାଙ୍କ ଛୁଟି ତାଲିକା ପ୍ରକାଶ କରିଛି । ପ୍ରତ୍ୟେକ ମାସ ପରି, ଏହି ମାସରେ ମଧ୍ୟ ଅନେକ ଦିନ ବ୍ୟାଙ୍କ ଛୁଟି ରହିବ । ଆରବିଆଇର ଅଫିସିଆଲ୍ ୱେବସାଇଟରେ…