ଦିଲ୍ଲୀ ପରେଡ୍କୁ ଗଲେ ନବରଙ୍ଗପୁର ମହାବିଦ୍ୟାଳୟର ୬ ଛାତ୍ର
ନବରଙ୍ଗପୁର: ଦିଲ୍ଲୀରେ ଆସନ୍ତା ସାଧାରଣତନ୍ତ୍ର ଦିବସ (ଆରଡି) ପରେଡ୍ ପାଇଁ ମନୋନୀତ ହୋଇଛନ୍ତି ନବରଙ୍ଗପୁର କଲେଜର ୬ଜଣ ଛାତ୍ର। ସେମାନେ ହେଲେ ଯୁକ୍ତ ୩ ପଦାର୍ଥ ବିଜ୍ଞାନ ଛାତ୍ର ତଥା କମ୍ପାନି କ୍ୱାର୍ଟରମାଷ୍ଟର ସର୍ଜେଣ୍ଟ ଆଦର୍ଶ ପ୍ରତ୍ୟୁଷ କର୍କରା, ଯୁକ୍ତ ୩ ରାଜନୀତି ବିଜ୍ଞାନ ଛାତ୍ର ଓ…