ପୁରୀ, ଢେଙ୍କାନାଳ ଓ କଟକ ଲୋକସଭା ପାଇଁ ନୂଆ ପ୍ରାର୍ଥୀ ଦେଲା ବିଜୁ ଜନତା ଦଳ
ଭୁବନେଶ୍ୱର: ଦ୍ବିତୀୟ ପର୍ଯ୍ୟାୟରେ ବିଜେଡି ଛଅଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ପୁରୀରୁ ଅରୂପ ପଟ୍ଟନାୟକ, ଢେଙ୍କାନାଳରୁ ଅବିନାଶ ସାମଲ, ଜଗତସିଂହପୁରରୁ ରାଜଶ୍ରୀ ମଲ୍ଲିକ, କନ୍ଧମାଳରୁ ଅଚ୍ୟୁତ ସାମନ୍ତ, କଟକରୁ ସଂତୃପ୍ତ ମିଶ୍ର ଏବଂ ଯାଜପୁରରୁ ଶର୍ମିଷ୍ଠା ସେଠୀଙ୍କୁ…