ଶଙ୍ଖ ଧରିଲେ ସୁର ରାଉତରାୟଙ୍କ ସାନପୁଅ ମନ୍ମଥ; କହିଲେ, ବାପାଙ୍କ ଆର୍ଶୀବାଦ ନେଇ ବିଜେଡିରେ ମିଶିଲି
ଭୁବନେଶ୍ବର: ଦୀର୍ଘ ଦିନ ଧରି ଚର୍ଚ୍ଚାର ଅନ୍ତ ଘଟିଲା । ଶଙ୍ଖ ଧରିଲେ କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ । ଆଜି ଶଙ୍ଖ ଭବନରେ ପହଞ୍ଚି ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହେଲେ ମନ୍ମଥ । ଭୁବନେଶ୍ୱର ମାଉସୀମାଆ ମନ୍ଦିର ଛକରୁଏକ ବିରାଟ ପଟୁଆର ଧରି ନିଜ…